ଲେବୀୟ ପୁସ୍ତକ 15:15 - ପବିତ୍ର ବାଇବଲ15 ପୁଣି ଯାଜକ ସେଥିରୁ ଗୋଟିକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ। ଆଉ ସେହି ଲୋକ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ ହେବ। କାରଣ ତାଙ୍କର କ୍ଷରଣ ପାଇଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ତହିଁରେ ଯାଜକ ସେଥିରୁ ଗୋଟିକି ପାପାର୍ଥକ ବଳି ଓ ଅନ୍ୟଟିକି ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁରୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ। Gade chapit laଓଡିଆ ବାଇବେଲ15 ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ। Gade chapit la |
ଯଦି ଜଣେ ସ୍ତ୍ରୀ ମେଷ ଶାବକ ଉତ୍ସର୍ଗ କରିବାକୁ ଅକ୍ଷମ ହୁଏ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେଥିମଧ୍ୟରୁ ଗୋଟିଏ ପାପାର୍ଥକ ବଳି ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ଉତ୍ସର୍ଗ କରାଯିବ। ଯାଜକ ସେଗୁଡ଼ିକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍ ଏବଂ ଏହି ପ୍ରକାର ତା'ର ପ୍ରାୟଶ୍ଚିତ ହୁଏ ଏବଂ ତା'ର ଶୁଦ୍ଧି ହୁଏ। ପୁତ୍ର ବା କନ୍ୟା ପ୍ରସବକାରିଣୀ ସ୍ତ୍ରୀ ପ୍ରତି ଶୁଚି ନିମନ୍ତେ ଏହିସବୁ ବ୍ୟବସ୍ଥା ଅଟେ।”