Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:2 - ପବିତ୍ର ବାଇବଲ

2 “ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯଦି କୌଣସି ପୁରୁଷର ଲିଙ୍ଗରୁ ଧାତୁ କ୍ଷରିତ ହୁଏ, ସେ ଅଶୁଚି ଘୋଷିତ ହେବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଇସ୍ରାଏଲ-ସନ୍ତାନଗଣକୁ ବୋଲ ଓ ସେମାନଙ୍କୁ କୁହ, ପୁରୁଷର ଶରୀରରେ ପ୍ରମେହ ରୋଗ ହେଲେ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

2 “ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯଦି ପୁରୁଷର ଶରୀରରେ ପ୍ରମେହ ରୋଗ ହୁଏ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯଦି ପୁରୁଷର ଶରୀରରେ ପ୍ରମେହ ରୋଗ ହୁଏ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ।

Gade chapit la Kopi




ଲେବୀୟ ପୁସ୍ତକ 15:2
15 Referans Kwoze  

ଯୋୟାବ ଏବଂ ତାଙ୍କର ପରିବାର ଏଥିପାଇଁ ଦାୟୀ ଏବଂ ମୁଁ ଭାବୁଛି ତାଙ୍କର ସମସ୍ତ ପରିବାରବର୍ଗ ଦୋଷୀ। ତାଙ୍କ ପରିବାରବର୍ଗ ସମସ୍ତେ କୁଷ୍ଠରୋଗରେ ଆକ୍ରାନ୍ତ ହେବେ, ଅଭାବରେ ରହିବେ ଓ ଯୁଦ୍ଧରେ ହତ ହେବେ।”


“ଏକ ମନୁଷ୍ୟକୁ, ଯାହାକୁ ହାନିକାରକ ଚର୍ମରୋଗ ପ୍ରମେହ ଓ ଯିଏ ମୃତଶବକୁ ଛୁଇଁଥାଏ ସେ ନିଶ୍ଚୟ ଛାଉଣିରୁ ବାହାରକୁ ଯିବ, ଇସ୍ରାଏଲ ଲୋକମାନଙ୍କୁ ଏହି ଆଜ୍ଞା ଦିଅ।


“ଯଦି ହାରୋଣ ବଂଶଧରମାନଙ୍କ ମଧ୍ୟରୁ ଯେକେହି ଚର୍ମ ରୋଗୀ କିମ୍ବା ବୀର୍ଯ୍ୟ କ୍ଷରିତ ରୋଗୀ ହୁଏ, ସେ ଶୁଚି ନ ହେବା ଯାଏ ମୋର ପବିତ୍ର ଦ୍ରବ୍ୟ ଭୋଜନ କରିବା ଉଚିତ୍ ନୁହଁ। ଯେକେହି ଶବକୁ ଛୁଏଁ କିମ୍ବା ବୀର୍ଯ୍ୟପାତ ହେଉଥିବା କୌଣସି ମନୁଷ୍ୟକୁ ଛୁଁଏ, ସେ ଅଶୁଚି ହୁଏ। ଗୋଟିଏ ଶବକୁ ଛୁଇଁବା ଦ୍ୱାରା ସେ ମଧ୍ୟ ଅଶୁଚି ହେବ, କିମ୍ବା ଗୋଟିଏ ମଣିଷ ଯାହାର ଶାରୀରିକ କ୍ଷରଣ ହୋଇଛି,


ସେଠାରେ ଜଣେ ସ୍ତ୍ରୀଲୋକ ଥିଲା, ତା'ର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁଦେଲା।


ହଁ ଯିହୂଦୀମାନଙ୍କଠାରେ ଅନେକ କିଛି ବିଶେଷ ବିଷୟ ଅଛି। ସବୁଠାରୁ ମହତ୍ତ୍ୱପୂର୍ଣ୍ଣ କଥା ଏହି ଯେ, ସେମାନଙ୍କୁ ସର୍ବପ୍ରଥମେ ପରମେଶ୍ୱର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ।


ସେଠାରେ ଜଣେ ସ୍ତ୍ରୀ ଲୋକ ମଧ୍ୟ ଥିଲା। ତା'ର ବାର ବର୍ଷ ହେଲା ରକ୍ତସ୍ରାବ ହେଉଥିଲା। ସେ ତା'ର ସମସ୍ତ ଅର୍ଥ ଔଷଧରେ ଖର୍ଚ୍ଚ କରି ସାରିଥିଲା। କିନ୍ତୁ କୌଣସି ଡାକ୍ତର ତାକୁ ଭଲ କରିଦେବା ପାଇଁ ସମର୍ଥ ହୋଇ ନ ଥିଲେ।


ସେଠାରେ ଲୋକଙ୍କ ଭିତରେ ଜଣେ ସ୍ତ୍ରୀଲୋକ ଥିଲା। ବିଗତ ବାରବର୍ଷ ଧରି ତା'ର ରକ୍ତସ୍ରାବ ହେଉଥିଲା।


ସଦାପ୍ରଭୁ ଯାକୁବ ସହିତ ଏକ ଚୁକ୍ତି କଲେ। ପରମେଶ୍ୱର ଇସ୍ରାଏଲକୁ ବ୍ୟବସ୍ଥା ପ୍ରଦାନ କଲେ। ପରମେଶ୍ୱର ଆମ୍ଭର ପୂର୍ବପୁରୁଷମାନଙ୍କୁ ଆଜ୍ଞା ଦେଲେ, ସେମାନଙ୍କର ଉତ୍ତରାଧିକାରୀମାନଙ୍କୁ ଏହି ଶିକ୍ଷା ଦେବା ସମ୍ବନ୍ଧେ।


ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ମଧ୍ୟ କହିଲେ,


କ୍ଷରଣ ଗ୍ଭଲିଥାଉ କିମ୍ବା ବନ୍ଦ ହୋଇଥାଉ, କ୍ଷରଣ ହେଉଥିବା ଲୋକ ଅଶୁଚି ଅଟେ।


“ଆହୁରି ଅନେକ ଜିନିଷ ଅଛି ଯାହାକି ମନୁଷ୍ୟକୁ ଅଶୁଚି କରେ। ଯଦି କେହି ଜାଣିଥାଏ ଯାହାକୁ ସ୍ପର୍ଶ କଲେ ଅଶୁଚି ହୁଏ ଏବଂ ସେ ତାହା ଅଜ୍ଞାତରେ କରିଥାଏ, ତେବେ ସେ ଯେତେବେଳେ ଜାଣେ ସେ ଦୋଷୀ ହେବ।


Swiv nou:

Piblisite


Piblisite