Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:20 - ପବିତ୍ର ବାଇବଲ

20 ଆଉ ସେହି ସ୍ତ୍ରୀ ଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ରହିବ ଓ ଯାହା ଉପରେ ସେ ବସିବ ତାହା ମଧ୍ୟ ଅଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

20 ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।

Gade chapit la Kopi




ଲେବୀୟ ପୁସ୍ତକ 15:20
12 Referans Kwoze  

ମୂର୍ଖଙ୍କ ଭଳି ଆଚରଣ କର ନାହିଁ। “ମନ୍ଦ ସଙ୍ଗୀମାନେ ଭଲ ଅଭ୍ୟାସଗୁଡ଼ିକୁ ନଷ୍ଟ କରିଦେବେ।”


ଏବଂ ମୁଁ ଦେଖିଲି, ମୂର୍ଖ ସ୍ତ୍ରୀ (ନାରୀ) ମୃତ୍ୟୁ ଅପେକ୍ଷା ତିକ୍ତ ଅଟେ। ସେ ଏକ ଶିକାରୀ ଜାଲ ପରି ଏବଂ ତା'ର ହୃଦୟ ଏକ ଯନ୍ତାପରି। ତା'ର ହସ୍ତଦ୍ୱୟ ଶୃଙ୍ଖଳ ଅଟେ। ଯେକେହି ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ। ମାତ୍ର ପାପୀ ତାହାଦ୍ୱାରା ଧରାଯିବ।


ଯଦି ତୁମ୍ଭେ ଋଣ ନ ଦେଇ ପାରିବ, ତେବେ ତୁମ୍ଭେ ତୁମ୍ଭର ସମସ୍ତ ହରାଇବ। କାହିଁକି ତୁମ୍ଭେ ତୁମ୍ଭର ଶଯ୍ୟା ହରାଇବ?


ଯେକୌଣସି ମୂଲ୍ୟ ତା'ର କ୍ରୋଧକୁ ଶାନ୍ତ କରି ପାରିବ ନାହିଁ। ଯେତେ ଅର୍ଥ ଦେଲେ ବି ତା'ର କ୍ରୋଧ ଶାନ୍ତ ହେବ ନାହିଁ।


ସେମାନଙ୍କର ଶିକ୍ଷା ତୁମ୍ଭକୁ ଅନ୍ୟ ପୁରୁଷର ସ୍ତ୍ରୀଠାରୁ ଓ ଗଣିକାର ଗ୍ଭଟୁବାକ୍ୟଠାରୁ ଦୂରେଇ ରଖୁ।


“ଆଉ ଯଦି କୌଣସି ସ୍ତ୍ରୀର ରଜସ୍ୱଳା ହୁଏ ଓ ତା'ର ଦେହରୁ ରକ୍ତ କ୍ଷରିତ ହୁଏ, ତେବେ ସେ ସାତ ଦିନ ପର୍ଯ୍ୟନ୍ତ ଅଶୌଚ ରହିବ। ଯେକେହି ତାକୁ ସେ ସମୟରେ ଛୁଇଁବ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଯଦି କୌଣସି ବ୍ୟକ୍ତି ତା'ର ଶଯ୍ୟା ଛୁଇଁବ ସେ ତା'ର ବସ୍ତ୍ର ଧୋଇବ ଓ ସେ ଜଳରେ ସ୍ନାନ କରିବ। ଆଉ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


Swiv nou:

Piblisite


Piblisite