Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:22 - ପବିତ୍ର ବାଇବଲ

22 ପୁଣି ଯେକେହି ତା'ର ବସିବା ଆସନରେ ବସିବ, ସେ ତା'ର ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ। ଆଉ ମଧ୍ୟ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ଓଡିଆ ବାଇବେଲ

22 ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi




ଲେବୀୟ ପୁସ୍ତକ 15:22
4 Referans Kwoze  

ଯଦି କୌଣସି ବ୍ୟକ୍ତି ତା'ର ଶଯ୍ୟା ଛୁଇଁବ ସେ ତା'ର ବସ୍ତ୍ର ଧୋଇବ ଓ ସେ ଜଳରେ ସ୍ନାନ କରିବ। ଆଉ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ ତା'ର ଶଯ୍ୟା କିମ୍ବା ଆସନ ଉପରେ ଥିବା ଯେକୌଣସି ଜିନିଷ ଜଣେ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ, ଯେକେହି ସେମାନଙ୍କର ଶବ ଛୁଇଁବ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ ସେହି ଅଶୁଚି ଲୋକ ଯଦି ଅନ୍ୟ କାହାରିକୁ ଛୁଏଁ, ତେବେ ସେ ମଧ୍ୟ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”


Swiv nou:

Piblisite


Piblisite