Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:26 - ପବିତ୍ର ବାଇବଲ

26 ଯଦି ସେହି ରକ୍ତସ୍ରାବ ଗ୍ଭଲିଥିବା ସମୟରେ ସେ କୌଣସି ଶଯ୍ୟାରେ ଶୟନ କରେ, ତେବେ ତାହା ସ୍ତ୍ରୀ-ଧର୍ମ ସମୟ ପରି ଅଶୁଚି ରହିବ। ଆଉ ସେ ଯେଉଁ ଆସନ ଉପରେ ବସିବ ତା’ ମଧ୍ୟ ସ୍ତ୍ରୀଧର୍ମ ସମୟ ପରେ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ନ୍ୟାୟ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀଧର୍ମ ସମୟର ଅଶୌଚ ନ୍ୟାୟ ଅଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

26 ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।

Gade chapit la Kopi




ଲେବୀୟ ପୁସ୍ତକ 15:26
3 Referans Kwoze  

“ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, “ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସେ ସ୍ତ୍ରୀ ଧର୍ମର ଅଶୌଚ ସମୟ ପରି ସାତ ଦିନଯାଏ ଅଶୁଚି ରହିବ।


“ଆଉ ସ୍ତ୍ରୀର ମାସିକ ଧର୍ମ ସମୟ ଛଡ଼ା ଯଦି କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିମ୍ବା ସାତ ଦିନ ଅତିବାହିତ ହେଲା ପରେ ଯଦି ରକ୍ତସ୍ରାବ ହୁଏ, ତେବେ ରକ୍ତସ୍ରାବ ହେଉଥିବ ପର୍ଯ୍ୟନ୍ତ ସେ ସ୍ତ୍ରୀର ମାସିକ ଧର୍ମ ସମୟ ପରି ଅଶୁଚି ରହିବ।


ପୁଣି ଯେକେହି ସେହିସବୁ ଜିନିଷ ଛୁଇଁବ, ସେ ଅଶୁଚି ହେବ, ସେ ନିଜର ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


Swiv nou:

Piblisite


Piblisite