ଲେବୀୟ ପୁସ୍ତକ 15:4 - ପବିତ୍ର ବାଇବଲ4 “ପ୍ରମେହ ରୋଗୀ ଯେଉଁ ଶଯ୍ୟାରେ ଶୟନ କରେ ତାହା ଅଶୁଚି ଅଟେ। ଆଉ ସେ ଯେଉଁସବୁ ପଦାର୍ଥ ଉପରେ ବସିବ ତାହା ମଧ୍ୟ ଅଶୁଚି ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ। Gade chapit laଓଡିଆ ବାଇବେଲ4 ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ। Gade chapit la |