ଲେବୀୟ ପୁସ୍ତକ 16:12 - ପବିତ୍ର ବାଇବଲ12 ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ଯଜ୍ଞବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଉହ୍ମେଇରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧିଧୂପ ନେଇ ବିଚ୍ଛେଦ ବସ୍ତ୍ରରେ ଭିତରକୁ ଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ଵଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ-ବସ୍ତ୍ରର ଭିତରକୁ ଯିବ। Gade chapit laଓଡିଆ ବାଇବେଲ12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ। Gade chapit la |
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।