ଲେବୀୟ ପୁସ୍ତକ 16:13 - ପବିତ୍ର ବାଇବଲ13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେ ସୁଗନ୍ଧିଧୂପ ଦେବା ଉଚିତ୍। ତାହାଦ୍ୱାରା ନିୟମ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂଆଁର ବାଦଲ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ଧୂପର ଧୂମ-ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ। Gade chapit laଓଡିଆ ବାଇବେଲ13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ। Gade chapit la |
ଏବଂ ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ଯଜ୍ଞବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତାହାହେଲେ ସେମାନେ ଦୋଷୀ ହେବେ ନାହିଁ ଓ ମୃତ୍ୟୁବରଣ କରିବେ ନାହିଁ। ସବୁ ସମୟରେ ସେମାନେ ଯାଜକ ରୂପେ କାର୍ଯ୍ୟ କରନ୍ତୁ ଏହା ହାରୋଣର ଓ ତାହାର ଭବିଷ୍ୟଦ୍ ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।
“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।