Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:19 - ପବିତ୍ର ବାଇବଲ

19 ତା'ପରେ ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତଥର ଛିଞ୍ଚି ଅଶୁଚି ବେଦିକୁ ଶୁଦ୍ଧ କରିବ ଓ ଇସ୍ରାଏଲ ଲୋକମାନଙ୍କ ଅଶୌଚରୁ ତାହା ଶୁଚି କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ଵାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ-ସନ୍ତାନଗଣର ଅଶୌଚରୁ ତାହା ଶୁଚି କରିବ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ-ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।

Gade chapit la Kopi




ଲେବୀୟ ପୁସ୍ତକ 16:19
5 Referans Kwoze  

ମାତ୍ର ସେତେବେଳେ, ଏକ ନିର୍ଝର ଦାଉଦର ପରିବାର ଓ ଯିରୁଶାଲମ ନିବାସୀ ପାଇଁ ଖୋଲା ହେବ। ସେହି ଝରଣା ସେମାନଙ୍କର ପାପସବୁ ଓ ଅପବିତ୍ରତାକୁ ଧୋଇଦେବ।


ତହୁଁ ସେ ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବଆଡ଼େ ଅଙ୍ଗୁଳିରେ ଛିଞ୍ଚିବ। ପୁଣି ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତଥର ସେହି ରକ୍ତ ଛିଞ୍ଚିବ।


“ଏହି ପ୍ରକାରେ ସେ ମହାପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।


ଶାମୁୟେଲ ଇ‌ଲ୍‌କାନାଙ୍କ ପୁତ୍ର ଥିଲେ। ଇ‌ଲ୍‌କାନା ଯିରୋହ‌ମ୍‌ଙ୍କ ପୁତ୍ର ଥିଲେ। ଯିରୋହମ୍ ଇଲୀୟେ‌ଲ୍‌ଙ୍କ ପୁତ୍ର ଥିଲେ। ଇଲୀୟେଲ୍ ତୋହଙ୍କ ପୁତ୍ର ଥିଲେ।


Swiv nou:

Piblisite


Piblisite