ଲେବୀୟ ପୁସ୍ତକ 16:2 - ପବିତ୍ର ବାଇବଲ2 “ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ୟୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦକ ସମ୍ମୁଖରେ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁ ନ ହୁଏ, ଏଥିପାଇଁ ବିଚ୍ଛେଦବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା। Gade chapit laଓଡିଆ ବାଇବେଲ2 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା। Gade chapit la |
ବର୍ତ୍ତମାନ ସେ ମଧ୍ୟ ଆମ୍ଭକୁ ସାହାଯ୍ୟ କରିବା ପାଇଁ ସେଠାରେ ପରମେଶ୍ୱରଙ୍କ ଆଗରେ ଅଛନ୍ତି। ମହାଯାଜକ ମହାପବିତ୍ର ସ୍ଥାନରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନେଇ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାଯାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସେଭଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ୱର୍ଗରେ ପ୍ରବେଶ କରି ନ ଥିଲେ।