ଲେବୀୟ ପୁସ୍ତକ 16:23 - ପବିତ୍ର ବାଇବଲ23 “ତା'ପରେ ହାରୋଣ ସମାଗମ-ତମ୍ବୁକୁ ଆସିବ। ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶଣବସ୍ତ୍ର ପରିଧାନ କରିଥିଲେ, ତାହାକୁ କାଢ଼ି ଦେବ। ସେ ସେଗୁଡ଼ିକୁ ସମାଗମ-ତମ୍ବୁରେ ଛାଡ଼ିଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତହୁଁ ହାରୋଣ ସମାଗମ-ତମ୍ଵୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ। Gade chapit laଓଡିଆ ବାଇବେଲ23 ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ। Gade chapit la |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।