Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:24 - ପବିତ୍ର ବାଇବଲ

24 ତା'ପରେ ସେ କୌଣସି ପବିତ୍ର ସ୍ଥାନରେ ନିଜର ଶରୀରକୁ ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ, ପୁଣି ନିଜର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ନିଜ ପାଇଁ ଓ ଲୋକମାନଙ୍କ ପାଇଁ ପ୍ରାୟଶ୍ଚିତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Gade chapit la Kopi

ଓଡିଆ ବାଇବେଲ

24 ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମ ବଳି ଓ ଲୋକମାନଙ୍କର ହୋମ ବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Gade chapit la Kopi




ଲେବୀୟ ପୁସ୍ତକ 16:24
14 Referans Kwoze  

ସେଗୁଡ଼ିକ ଖାଦ୍ୟ, ପେୟ ଓ ବିଭିନ୍ନ ପ୍ରକାରର ଶୌଚକ୍ରିୟା କେବଳ ଶାରୀରିକ ବିଧିବିଧାନ ଅଟେ, ଏତଦ୍ଦ୍ୱାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ୱରଙ୍କ ନୂତନ ଚୁକ୍ତିର ସମୟ ପର୍ଯ୍ୟନ୍ତ ପରମେଶ୍ୱର ସେହିସବୁ ନିୟମ ଲୋକମାନଙ୍କୁ ଦେଲେ।


ଯଦି ସେ ସେହିସବୁ ଦ୍ରବ୍ୟ ଛୁଁଏ ତେବେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ସେ ଆପଣା ଶରୀରକୁ ଜଳରେ ନ ଧୋଇବା ପର୍ଯ୍ୟନ୍ତ କୌଣସି ପବିତ୍ର ଖାଦ୍ୟ ଖାଇବ ନାହିଁ।


ସପ୍ତମ ଦିନରେ ସେ ନିଜର ସମସ୍ତ କେଶ ଅର୍ଥାତ୍ ମସ୍ତକର ଦାଢ଼ିରେ ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ। ପୁଣି ନିଜର ବସ୍ତ୍ର ଧୌଇ ଜଳରେ ସ୍ନାନ କରି ଶୁଚି ହେବ।


ହାରୋଣର ପୁତ୍ରଗଣଙ୍କ ନିମନ୍ତେ ଗ୍ଭେଗା, କଟିବନ୍ଧନ ଓ ପଗଡ଼ି ପ୍ରସ୍ତୁତ କର। ଏହି ବସ୍ତ୍ରଗୁଡ଼ିକ ସେମାନଙ୍କୁ ଗୌରବ ଓ ସୌନ୍ଦର୍ଯ୍ୟ ଦେବ।


ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସେହିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସେମାନଙ୍କୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାୟଭୁକ୍ତ କର, ତା'ପରେ ସେମାନଙ୍କୁ ଯାଜକ ରୂପେ ମୋର ସେବା କରିବା ପାଇଁ ଛାଡ଼ିଦିଅ।


ଆଉ ସେ ପାପାର୍ଥକ ବଳିର ମେଦ ଯଜ୍ଞବେଦିରେ ଦ‌‌‌‌ଗ୍‌‌‌‌ଧ କରିବ।


ତା'ପରେ ମୋଶା ହାରୋଣଙ୍କୁ କହିଲେ, “ଯଜ୍ଞବେଦି ନିକଟକୁ ଆସ ଓ ଲୋକମାନଙ୍କ ଦ୍ୱାରା କରାଯାଇଥିବା ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳି ଓ ହୋମବଳି ଉତ୍ସର୍ଗ କର। ତା'ପରେ ଲୋକମାନଙ୍କର ଉପହାର ଉତ୍ସର୍ଗ କର ଓ ପ୍ରାୟଶ୍ଚିତ କର। କାରଣ ସଦାପ୍ରଭୁ ତୁମ୍ଭକୁ ଏହା କରିବା ପାଇଁ ଆଜ୍ଞା ଦେଇଛନ୍ତି।”


ଯେତେବେଳେ ଯାଜକମାନେ ପବିତ୍ର ଅଞ୍ଚଳରେ ପ୍ରବେଶ କରନ୍ତି, ସେ ସମୟରେ ସେମାନେ ସେହି ପବିତ୍ର ସ୍ଥାନରୁ ବାହାରି ବାହାର ପ୍ରାଙ୍ଗଣକୁ ଯିବେ ନାହିଁ। ଯେଉଁ ଯେଉଁ ବସ୍ତ୍ର ପିନ୍ଧି ସେମାନେ ପରିଚର୍ଯ୍ୟା କରନ୍ତି ତାହା ସବୁ ସେଠାରେ ନ ରଖିବା ପର୍ଯ୍ୟନ୍ତ ସେସବୁ ପବିତ୍ର। ଆଉ ସେମାନେ ଅନ୍ୟ ବସ୍ତ୍ର ପିନ୍ଧି ଲୋକମାନଙ୍କ ନିକଟକୁ ଯିବେ।”


Swiv nou:

Piblisite


Piblisite