Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:27 - ପବିତ୍ର ବାଇବଲ

27 “ଯେଉଁ ପାପାର୍ଥକ ବଳି ଗୋବତ୍ସ ଓ ଛାଗର ରକ୍ତ ମହାପବିତ୍ର ସ୍ଥାନକୁ ଅଣାଯାଇ ପ୍ରାୟଶ୍ଚିତ ହେବା ପାଇଁ ଥିଲା, ସେମାନଙ୍କର ଚର୍ମ, ମାଂସ ଓ ମଳ, ଲୋକମାନେ ଛାଉଣି ବାହାରକୁ ନେଇ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି, ପାପାର୍ଥକ ବଳିର ଯେଉଁ ଗୋବତ୍ସର ଓ ପାପାର୍ଥକ ବଳିର ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତକରଣାର୍ଥେ ପବିତ୍ର ସ୍ଥାନକୁ ଅଣାଯାଇଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇ ଯାଇ ସେଗୁଡ଼ିକର ଚର୍ମ ଓ ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।

Gade chapit la Kopi

ଓଡିଆ ବାଇବେଲ

27 ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇ ଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇ ଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।

Gade chapit la Kopi




ଲେବୀୟ ପୁସ୍ତକ 16:27
8 Referans Kwoze  

ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ କରିବା ନିମନ୍ତେ ଯଦି କୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତେବେ ସେହି ପାପାର୍ଥକ ବଳି ନିଶ୍ଚୟ ଭୋଜନ କରାଯିବା ଉଚିତ୍ ନୁହେଁ। ତାହା ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରାଯିବା ଉଚିତ୍।


ତା'ପରେ ସେ ଗୋବତ୍ସକୁ ଛାଉଣି ବାହାରକୁ ନେଇ ପୂର୍ବ ଗୋବତ୍ସ ପରି ତାକୁ ଦ‌‌‌‌ଗ୍‌‌‌‌ଧ କରିବା ଉଚିତ୍। ଏହା ସମଗ୍ର ଇସ୍ରାଏଲର ଲୋକମାନଙ୍କ ପାଇଁ ପାପାର୍ଥକ ନୈବେଦ୍ୟ।


ମାତ୍ର ସେ ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦ‌‌‌‌ଗ୍‌‌‌‌ଧ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଏହା କଲେ।


ତା'ପରେ ଯାଜକ ଆପଣା ବସ୍ତ୍ର ବଦଳାଇ ଅନ୍ୟ ବସ୍ତ୍ର ପିନ୍ଧିବ। ସେ ସେହି ଭସ୍ମକୁ ଛାଉଣି ବାହାରେ ଏକ ଶୁଚି ସ୍ଥାନକୁ ନେଇଯିବ।


ପୁଣି ଯାଜକର ପ୍ରତ୍ୟେକ ଶସ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ଦ‌‌‌‌ଗ୍‌‌‌‌ଧ ହେବ, ତାହା ଭୋଜନ କରାଯିବ ନାହିଁ।”


Swiv nou:

Piblisite


Piblisite