ଲେବୀୟ ପୁସ୍ତକ 16:28 - ପବିତ୍ର ବାଇବଲ28 ଯେଉଁ ଲୋକ ସେଗୁଡ଼ିକୁ ଦଗ୍ଧ କରିବ, ସେ ତା'ର ବସ୍ତ୍ର ଧୋଇବା ଉଚିତ୍ ଓ ତା'ର ସମସ୍ତ ଶରୀର ଜଳରେ ଭଲ ଭାଗରେ ଧୋଇବ ଏବଂ ତା'ପରେ କେବଳ ସେ ଛାଉଣିରେ ପ୍ରବେଶ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)28 ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ। Gade chapit laଓଡିଆ ବାଇବେଲ28 ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ। Gade chapit la |