Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:32 - ପବିତ୍ର ବାଇବଲ

32 “ପୁଣି ପିତା ବଦଳରେ ଯେଉଁ ପୁତ୍ର ମହାଯାଜକତ୍ୱ ପଦରେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ମହାଯାଜକ ପ୍ରାୟଶ୍ଚିତ କରିବ। ଆଉ ସେ ଶୁଭ୍ରବସ୍ତ୍ର ଅର୍ଥାତ୍ ପବିତ୍ର ବସ୍ତ୍ରସବୁ ପିନ୍ଧିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ପୁଣି, ପିତାର ବଦଳେ ଯାଜକତ୍ଵ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍, ପବିତ୍ର ବସ୍ତ୍ର ସବୁ ପିନ୍ଧିବ।

Gade chapit la Kopi

ଓଡିଆ ବାଇବେଲ

32 ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍‍, ପବିତ୍ର ବସ୍ତ୍ର ସବୁ ପିନ୍ଧିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍‍, ପବିତ୍ର ବସ୍ତ୍ରସବୁ ପିନ୍ଧିବ।

Gade chapit la Kopi




ଲେବୀୟ ପୁସ୍ତକ 16:32
8 Referans Kwoze  

ହାରୋଣ ଜଳରେ ନିଜର ଶରୀରକୁ ଧୌତ କରି ପବିତ୍ର ଶୁଭ୍ର ଜାମା ପିନ୍ଧିବେ, ଦେହରେ ଶୁଭ୍ର ଜଙ୍ଘିଆ ଧାରଣ କରିବେ, ଶୁଭ୍ର କଟିବନ୍ଧନୀ କଟିରେ ବାନ୍ଧିବେ ଓ ଶୁଭ୍ର ପଗଡ଼ି ମୁଣ୍ଡରେ ପିନ୍ଧିବେ। ଏସବୁ ପବିତ୍ର ବସ୍ତ୍ର।


ତତ୍ପରେ ଅଭିଷିକ୍ତ ଯାଜକ ସେହି ଗୋବତ୍ସର କିଛି ରକ୍ତ ଧରି ସମାଗମ-ତମ୍ବୁ ମଧ୍ୟକୁ ଆଣିବ।


ଆଉ ସେହି ଅଭିଷିକ୍ତ ଯାଜକ ସେହି ବଳିର ରକ୍ତରୁ କିଛି ସମାଗମ-ତମ୍ବୁ ମଧ୍ୟକୁ ଆଣିବ।


“ଯଦି ଅଭିଷିକ୍ତ ଯାଜକ ପାପ କରେ ଏବଂ ଦେଶ ପାଇଁ ଦୋଷ ଆଣେ, ତେବେ ସେ ଗୋଟିଏ ନିଖୁଣ ବାଛୁରି ବଳିଦାନ କରିବ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍।


ହାରୋଣର ଓ ତା'ର ପୁତ୍ରମାନଙ୍କର କଟିରେ କଟିବନ୍ଧନ ବାନ୍ଧିଦିଅ ଓ ସେମାନଙ୍କ ମସ୍ତକରେ ପଗଡ଼ି ବାନ୍ଧ। ତହିଁରେ ସେମାନେ ବିଶେଷ ବ୍ୟବସ୍ଥା ଅନୁସାରେ ସର୍ବଦା ଯାଜକ ହେବେ।


ଆଉ ସେ ମହାପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ କରିବ। ଆଉ ମଧ୍ୟ ସେ ଯାଜକଗଣ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ କରିବ।


Swiv nou:

Piblisite


Piblisite