Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:33 - ପବିତ୍ର ବାଇବଲ

33 ଆଉ ସେ ମହାପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ କରିବ। ଆଉ ମଧ୍ୟ ସେ ଯାଜକଗଣ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ଓ ସମାଗମ-ତମ୍ଵୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Gade chapit la Kopi

ଓଡିଆ ବାଇବେଲ

33 ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Gade chapit la Kopi




ଲେବୀୟ ପୁସ୍ତକ 16:33
8 Referans Kwoze  

ଏହିରୂପେ ହାରୋଣ ମହାପବିତ୍ର ସ୍ଥାନକୁ ଶୌଚ କରିବ। ଇସ୍ରାଏଲ ଲୋକମାନଙ୍କ ଅଶୌଚ ଓ ପାପ ପାଇଁ ସେ ପ୍ରାୟଶ୍ଚିତ କରିବ। ହାରୋଣ ସମାଗମ-ତମ୍ବୁ ପାଇଁ ସେହିପରି କରିବ, କାରଣ ଏହା ଅଶୌଚ ମଧ୍ୟରେ ସେମାନଙ୍କ ସହିତ ବାସ କରେ।


ତା'ପରେ ସେ କୌଣସି ପବିତ୍ର ସ୍ଥାନରେ ନିଜର ଶରୀରକୁ ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ, ପୁଣି ନିଜର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ନିଜ ପାଇଁ ଓ ଲୋକମାନଙ୍କ ପାଇଁ ପ୍ରାୟଶ୍ଚିତ କରିବ।


ତା'ପରେ ହାରୋଣ ନିଜ ପାଇଁ ଗୋବତ୍ସକୁ ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବ। ସେ ନିଜକୁ ଓ ନିଜ ପରିବାରକୁ ଏଥିରେ ପ୍ରାୟଶ୍ଚିତ କରିବ।


“ତା'ପରେ ହାରୋଣ ନିଜ ପାଇଁ ପାପାର୍ଥକ ବଳିର ଯେଉଁ ଗୋବତ୍ସ ଆଣିଥିଲା, ନିଜ ପାଇଁ ଓ ନିଜ ଘର ପାଇଁ ପ୍ରାୟଶ୍ଚିତ କରିବ, ପୁଣି ନିଜ ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ପ୍ରଥମ ମାସର ପ୍ରଥମ ଦିନ ତୁମ୍ଭେ ଏକ ନିଖୁଣ ଗୋବତ୍ସ ନେଇ ପବିତ୍ର ସ୍ଥାନକୁ ଶୁଚି କରିବ।


ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ। କାରଣ ଏହା ପ୍ରାୟଶ୍ଚିତ୍ତର ଦିନ। ସେଦିନ ଯାଜକ ସଦାପ୍ରଭୁଙ୍କ ସମ୍ମୁଖକୁ ଯାଇ ତୁମ୍ଭମାନଙ୍କର ପ୍ରାୟଶ୍ଚିତ୍ତ କରିବ।


Swiv nou:

Piblisite


Piblisite