ଲେବୀୟ ପୁସ୍ତକ 16:34 - ପବିତ୍ର ବାଇବଲ34 ପୁଣି ଇସ୍ରାଏଲ ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)34 ପୁଣି, ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ। ତହୁଁ ସେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ। Gade chapit laଓଡିଆ ବାଇବେଲ34 ପୁଣି, ଇସ୍ରାଏଲ ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ। Gade chapit la |
ବର୍ତ୍ତମାନ ସେ ମଧ୍ୟ ଆମ୍ଭକୁ ସାହାଯ୍ୟ କରିବା ପାଇଁ ସେଠାରେ ପରମେଶ୍ୱରଙ୍କ ଆଗରେ ଅଛନ୍ତି। ମହାଯାଜକ ମହାପବିତ୍ର ସ୍ଥାନରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନେଇ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାଯାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସେଭଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ୱର୍ଗରେ ପ୍ରବେଶ କରି ନ ଥିଲେ।