ଲେବୀୟ ପୁସ୍ତକ 16:5 - ପବିତ୍ର ବାଇବଲ5 “ପୁଣି ହାରୋଣ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥକ ବଳି ପାଇଁ ଦୁଇଟି ଛାଗ ଓ ହୋମବଳି ପାଇଁ ଏକ ମେଷ ନେବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ସେ ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ। Gade chapit laଓଡିଆ ବାଇବେଲ5 ପୁଣି, ସେ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ସେ ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ। Gade chapit la |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।