ଲେବୀୟ ପୁସ୍ତକ 17:10 - ପବିତ୍ର ବାଇବଲ10 “ଆଉ କୌଣସି ଇସ୍ରାଏଲୀୟ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ ରଖିବା। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, ଇସ୍ରାଏଲ-ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯେବେ କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତଭୋକ୍ତା ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; Gade chapit laଓଡିଆ ବାଇବେଲ10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; Gade chapit la |
ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।