Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 17:2 - ପବିତ୍ର ବାଇବଲ

2 “ତୁମ୍ଭେ ହାରୋଣଙ୍କୁ, ତାଙ୍କର ସନ୍ତାନଗଣଙ୍କୁ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ସଦାପ୍ରଭୁଙ୍କ ଆଜ୍ଞା ବିଷୟରେ କୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

2 “ତୁମ୍ଭେ ହାରୋଣକୁ, ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ହାରୋଣକୁ, ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।

Gade chapit la Kopi




ଲେବୀୟ ପୁସ୍ତକ 17:2
4 Referans Kwoze  

ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ଯଦି କେହି ଗାଈ କି ମେଷ କି ଛାଗ ଛାଉଣି ମଧ୍ୟରେ ବା ଛାଉଣି ବାହାରେ ବଧ କରେ,


ସାବଧାନ ହେବ, ଯେଉଁ ସ୍ଥାନସବୁ ଦେଖିବ ପ୍ରତ୍ୟେକ ସ୍ଥାନରେ ହୋମବଳି ଉତ୍ସର୍ଗ କରିବ ନାହିଁ।


ଅମ୍ରାମଙ୍କ ପୁତ୍ରମାନେ ଥିଲେ ହାରୋଣ ଓ ମୋଶା। ହାରୋଣ ବିଶେଷ ରୂପେ ମନୋନୀତ କରାଯାଇଥିଲେ। ହାରୋଣ ଓ ତାଙ୍କର ବଂଶଧରମାନେ ଚିରକାଳ ନିମନ୍ତେ, ବିଶେଷ ରୂପେ ମନୋନୀତ ହୋଇଥିଲେ। ସଦାପ୍ରଭୁଙ୍କ ସେବାକାର୍ଯ୍ୟ ନିମନ୍ତେ ସବୁଠାରୁ ମହାପବିତ୍ର ସାମଗ୍ରୀ ପ୍ରସ୍ତୁତ କରିବା ପାଇଁ ସେମାନଙ୍କୁ ମନୋନୀତ କରାଯାଇଥିଲା। ସଦାପ୍ରଭୁ ସମ୍ମୁଖରେ ସୁଗନ୍ଧି ଧୂପ ଜଳାଇବା ନିମନ୍ତେ ହାରୋଣ ଓ ତାହାଙ୍କ ବଂଶ ମନୋନୀତ ହୋଇଥିଲେ। ସେମାନେ ଯାଜକରୂପେ ସଦାପ୍ରଭୁଙ୍କର ସେବାକାର୍ଯ୍ୟ କରିବା ନିମନ୍ତେ ମନୋନୀତ ହୋଇଥିଲେ। ଚିରକାଳ ପାଇଁ ସଦାପ୍ରଭୁଙ୍କ ନାମକୁ ବ୍ୟବହାର କରିବା ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସେମାନେ ମନୋନୀତ ହୋଇଥିଲେ।


Swiv nou:

Piblisite


Piblisite