ଲେବୀୟ ପୁସ୍ତକ 17:6 - ପବିତ୍ର ବାଇବଲ6 ତା'ପରେ ସେ ଯାଜକ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଯଜ୍ଞବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ସଦାପ୍ରଭୁଙ୍କୁ ଉପହାର ସ୍ୱରୂପ ସେହି ମେଦ ଦଗ୍ଧ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ଯାଜକ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ। Gade chapit laଓଡିଆ ବାଇବେଲ6 ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ। Gade chapit la |
“କିନ୍ତୁ ସମସ୍ତ ଲେବୀୟ ଯାଜକଗଣ, ସାଦୋକର ଭବିଷ୍ୟଦ୍ ବଂଶଧରଗଣ ଯେଉଁମାନେ ମୋର ପବିତ୍ର ସ୍ଥାନ ନିୟମ ଅନୁସରଣ କଲେ, ଯେତେବେଳେ ଇସ୍ରାଏଲୀୟମାନେ ମୋ'ଠାରୁ ବିପଥଗାମୀ ହେଲେ, ସେମାନେ ମୋ’ ପାଖକୁ ସେବା କରିବା ପାଇଁ ଆସିବାକୁ ସମର୍ଥ ହେବ। ସେମାନେ ମୋ’ ଉଦ୍ଦେଶ୍ୟରେ ମେଦ ଓ ରକ୍ତ ବଳିଦାନ ହୋଇଥିବା ପଶୁମାନଙ୍କର ଉତ୍ସର୍ଗ କରିବା ନିମନ୍ତେ ମୋ’ ସମ୍ମୁଖରେ ଠିଆ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।