ଲେବୀୟ ପୁସ୍ତକ 17:7 - ପବିତ୍ର ବାଇବଲ7 ତହିଁରେ ସେମାନେ ଯେଉଁ ଛାଗ ପ୍ରତିମାମାନଙ୍କ ସହିତ ବ୍ୟଭିଗ୍ଭର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତହିଁରେ ସେମାନେ ଯେଉଁ ଛାଗ (ଦେବତା)ମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Gade chapit laଓଡିଆ ବାଇବେଲ7 ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Gade chapit la |
ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ୱାରା ପ୍ରାଣ ହରାଇ ନ ଥିଲେ, ସେମାନେ ତଥାପି ସେମାନଙ୍କର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସେମାନେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ୟ ନିଜକୁ ଦୂରେଇ ଦେଲେ ନାହିଁ। ସେମାନେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଗ୍ଭଲି ପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ।
“ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ୟାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ୟାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତେବେ ତା'ର ସ୍ୱାମୀ କ’ଣ ପୁନର୍ବାର ତାହା ନିକଟକୁ ଆସିବ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତେବେ ସେହି ଦେଶ ଅତ୍ୟନ୍ତ ‘ଅଶୁଚି’ ହେବ। ହେ ଯିହୁଦା, ତୁମ୍ଭେ ଅନେକ ଉପପତି ସଙ୍ଗେ ବ୍ୟଭିଗ୍ଭର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସିବାକୁ ଗ୍ଭହୁଁଅଛ।” ଏହା ସଦାପ୍ରଭୁ କହନ୍ତି।