ଲେବୀୟ ପୁସ୍ତକ 18:11 - ପବିତ୍ର ବାଇବଲ11 “ତୁମ୍ଭେ ତୁମ୍ଭ ବିମାତା କନ୍ୟା ସହିତ ଯୌନ ସମ୍ପର୍କ ରଖିବ ନାହିଁ, କାରଣ ସେ ତମ୍ଭର ପିତାଙ୍କଠାରୁ ଜନ୍ମି ଅଛି ଓ ସେ ତୁମ୍ଭର ଭଗିନୀ, ତା’ ସହିତ ଯୌନ ସମ୍ପର୍କ ରଖିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ ଆପଣା ବିମାତୃକନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Gade chapit laଓଡିଆ ବାଇବେଲ11 ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Gade chapit la |