ଲେବୀୟ ପୁସ୍ତକ 18:15 - ପବିତ୍ର ବାଇବଲ15 “ତୁମ୍ଭେ ତୁମ୍ଭର ପୁଅର ବୋହୂ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ପୁତ୍ରବଧୁ। ତୁମ୍ଭେ ତାହା ସହିତ ଯୌନ ସମ୍ପର୍କ ରଖିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ; Gade chapit laଓଡିଆ ବାଇବେଲ15 ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Gade chapit la |