Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 18:16 - ପବିତ୍ର ବାଇବଲ

16 “ତୁମ୍ଭେ ତୁମ୍ଭର ଭାତୃବଧୂ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ଭାଇଙ୍କର ସ୍ତ୍ରୀ ଅଟେ। ତାହା ତୁମ୍ଭର ଭାଇ ପ୍ରତି ଅସମ୍ମାନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ।

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ।

Gade chapit la Kopi




ଲେବୀୟ ପୁସ୍ତକ 18:16
7 Referans Kwoze  

“ଯଦି ଦୁଇଭାଇ ଏକତ୍ର ବାସ କରୁଥା’ନ୍ତି, ଯଦି ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ସ୍ତ୍ରୀ ବାହାରର କୌଣସି ଲୋକକୁ ବିବାହ କରିବ ନାହିଁ। ତା'ର ଅନ୍ୟ ଭାଇଜଣକ ତାକୁ ବିବାହ କରିବ ଓ ତାହା ସହିତ ସହବାସ କରିବ।


“ଯଦି କେହି ଭାତୃବଧୂକୁ ବିବାହ କରେ, ଏହା ଗୋଟିଏ ଅଶୁଦ୍ଧ କାର୍ଯ୍ୟ ଅଟେ, ସେ ତାଙ୍କର ଭାଇଙ୍କୁ ଅସମ୍ମାନ କରିଥାଏ। ସେହି ସ୍ତ୍ରୀ ତା'ର ଭାଇର ଅଟେ। ସେମାନଙ୍କର ସନ୍ତାନ ଜନ୍ମ ହେବ ନାହିଁ।


ସେମାନେ କହିଲେ, “ଗୁରୁ, ମୋଶା ଆମ୍ଭମାନଙ୍କ ପାଇଁ ଲେଖିଛନ୍ତି ଯେ, ଯଦି କୌଣସି ବିବାହିତ ଲୋକ ପିଲାପିଲି ନ ଥାଇ ମରି ଯାଏ, ତେବେ ତା'ର ଭାଇ ସେହି ସ୍ତ୍ରୀଟିକୁ ବିବାହ କରିବା ଉଚିତ୍। ତା'ହେଲେ ସେହି ମୃତ ଭାଇଟି ପାଇଁ ବଂଶ ବୃଦ୍ଧି କରି ପାରିବ।


ସେମାନେ କହିଲେ, “ହେ ଗୁରୁ, ମୋଶା ଆମ୍ଭକୁ କହିଛନ୍ତି ଯଦି କୌଣସି ଲୋକ ସନ୍ତାନ ନ ଥାଇ ମରିଯାଏ, ତେବେ ତା'ର ଭାଇ ତା'ର ସ୍ତ୍ରୀକୁ ନିଶ୍ଚୟ ବିବାହ କରିବ, ଅତଏବ ନିଜ ମୃତ ଭାଇ ପାଇଁ ସେମାନେ ସନ୍ତାନ ଜନ୍ମ କରିବେ।


ସାମନ୍ତରାଜା ହେରୋଦ ନିଜ ଭାଇର ସ୍ତ୍ରୀ ହେରୋଦିଆଙ୍କ ସହିତ ଅନୁଚିତ୍ ସମ୍ପର୍କ ରଖିଥିବାରୁ ଓ ଅନ୍ୟ କେତେକ ଖରାପ କାମ କରିଥିବାରୁ ଯୋହନ ତାହାଙ୍କୁ ସମାଲୋଚନା କଲେ।


ନିଜେ ହେରୋଦ ଯୋହନଙ୍କୁ ବନ୍ଦୀ କରିବା ପାଇଁ ତାହାଙ୍କ ସୈନ୍ୟମାନଙ୍କୁ ଆଦେଶ ଦେଇଥିଲେ। ଯୋହନଙ୍କୁ କାରାଗାରରେ ରଖାଯାଇଥିଲା। ହେରୋଦ ତାହାଙ୍କ ସ୍ତ୍ରୀ ହେରୋଦିଆଙ୍କୁ ଖୁସୀ କରିବା ପାଇଁ ଏହା କରିଥିଲେ। ପ୍ରଥମେ ହେରୋଦିଆ ହେରୋଦଙ୍କ ଭାଇ ଫିଲି‌ପ୍‌ପଙ୍କ ସ୍ତ୍ରୀ ଥିଲେ। ପରେ ହେରୋଦ ତାହାଙ୍କୁ ବିବାହ କରିଥିଲେ।


Swiv nou:

Piblisite


Piblisite