ଲେବୀୟ ପୁସ୍ତକ 18:21 - ପବିତ୍ର ବାଇବଲ21 “ତୁମ୍ଭେ ନିଜ ବଂଶଜାତ କାହାକୁ ହିଁ ମୋଲକ୍ ଦେବତାର ଉଦ୍ଦେଶ୍ୟରେ ଉତ୍ସର୍ଗୀତ ହେବାକୁ ଦେବା ଉଚିତ୍ ନୁହଁ, କିମ୍ବା ତୁମ୍ଭେ ତୁମ୍ଭର ପରମେଶ୍ୱରଙ୍କ ପବିତ୍ର ନାମକୁ କଳୁଷିତ ନିଶ୍ଚୟ କରିବ ନାହିଁ। ମୁଁ ସଦାପ୍ରଭୁ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ଵରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laଓଡିଆ ବାଇବେଲ21 ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit la |
ଆମ୍ଭେ ଶଲୋମନର ରାଜ୍ୟ କାଢ଼ି ନେବାର କାରଣ ହେଉଛି, ସେ ଆମ୍ଭର ପଶ୍ଚାଦ୍ଗାମୀ ହେଲା ନାହିଁ। ସେ ମୋତେ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବତା, ମୋୟାବର କମୋଶ୍ ଦେବତାକୁ ଓ ଅମ୍ମୋନୀୟମାନଙ୍କର ମିଲ୍କମ୍ ଦେବତାକୁ ପ୍ରଣାମ କରିଅଛି। ମୋ’ କଥିତ ମାର୍ଗ ଅନୁସାରେ ସେ ବାସ କଲା ନାହିଁ। ତା'ର ପିତା ଦାଉଦ ପରି ସେ ମୋର ନିର୍ଦ୍ଦେଶ ଓ ନିୟମ ଆଜ୍ଞା ମାନିଲା ନାହିଁ।
“ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସେମାନେ ମୋଲକର ଉଦ୍ଦେଶ୍ୟରେ ଆପଣା ପୁତ୍ରକନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ୟକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦେଇ ନାହୁଁ କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସେମାନେ ଏହା କରିଛନ୍ତି।