ଲେବୀୟ ପୁସ୍ତକ 18:22 - ପବିତ୍ର ବାଇବଲ22 “ତୁମ୍ଭେ କୌଣସି ପୁରୁଷ ସହିତ, ସ୍ତ୍ରୀଲୋକ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ତାହା ଘୃଣ୍ୟ ପାପ। Gade chapit laପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ। Gade chapit laଓଡିଆ ବାଇବେଲ22 ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ। Gade chapit la |
ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।