Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 18:23 - ପବିତ୍ର ବାଇବଲ

23 “ତୁମ୍ଭେ କୌଣସି ପଶୁ ସହିତ ଯୌନ ସମ୍ପର୍କ କରି ନିଜକୁ ଅଶୁଚି କରିବ ନାହିଁ। ଆଉ କୌଣସି ସ୍ତ୍ରୀ କୌଣସି ପ୍ରାଣୀ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ଏହା ପ୍ରକୃତି ବିରୋଧ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ତତା।

Gade chapit la Kopi

ଓଡିଆ ବାଇବେଲ

23 ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।

Gade chapit la Kopi




ଲେବୀୟ ପୁସ୍ତକ 18:23
5 Referans Kwoze  

“କୌଣସି ଲୋକକୁ ପଶୁ ସହିତ ଯୌନ ସମ୍ପର୍କ ରଖିବାକୁ ଦେବ ନାହିଁ। ଯଦି ଏପରି କେହି କରେ, ତେବେ ତାକୁ ମୃତ୍ୟୁ ଦଣ୍ଡ ଦେବ।


“ଯଦି କୌଣସି ଲୋକ ତା'ର ପୁତ୍ରବଧୂ ସହିତ ଯୌନ ସମ୍ପର୍କ ରଖେ, ତେବେ ସେ ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ହତ୍ୟା କରାଯିବା ଉଚିତ୍। ସେମାନେ ଅତି ଜଘନ୍ୟ ଅପରାଧ କରିଛନ୍ତି ଓ ସେମାନେ ମୃତ୍ୟୁଦଣ୍ଡ ପାଇବେ।


“ଲେବୀୟମାନେ କହିବେ, ‘ଯେଉଁ ଲୋକର କୌଣସି ପଶୁ ସହିତ ଯୌନ ସମ୍ପର୍କ ଥାଏ, ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ‘ଆମେନ୍।’


“ତୁମ୍ଭେ ନିଶ୍ଚିତ କୌଣସି ସ୍ତ୍ରୀ ଲୋକକୁ ମନ୍ଦ ଯାଦୁବିଦ୍ୟା ଅଭ୍ୟାସ କରିବା ପାଇଁ ଅନୁମତି ଦେବା ଉଚିତ୍ ନୁହେଁ। ଯଦି କିଏ ଏପରି କରେ ତେବେ ତାକୁ ଜୀବିତ ରଖିବ ନାହିଁ।


Swiv nou:

Piblisite


Piblisite