Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 18:6 - ପବିତ୍ର ବାଇବଲ

6 “ତୁମ୍ଭେମାନେ ଆପଣା କୁଟୁମ୍ବ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭମାନଙ୍କର କେହି ଆପଣା ନିକଟ-କୁଟୁମ୍ଵ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi

ଓଡିଆ ବାଇବେଲ

6 ତୁମ୍ଭମାନଙ୍କର କେହି ଆପଣା ନିକଟ କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତୁମ୍ଭମାନଙ୍କର କେହି ଆପଣା ନିକଟ-କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi




ଲେବୀୟ ପୁସ୍ତକ 18:6
9 Referans Kwoze  

ଏହା ବଦଳରେ ଆମ୍ଭେ ସେମାନଙ୍କୁ ଲେଖିବା ଉଚିତ୍ ଯେ: ତୁମ୍ଭେମାନେ ମୂର୍ତ୍ତିମାନଙ୍କୁ ଦିଆଯାଉଥିବା ଅପବିତ୍ର ଖାଦ୍ୟ ଖାଅ ନାହିଁ। ଯୌନ ପାପ କର ନାହିଁ। ରକ୍ତ ଖାଅ ନାହିଁ। ତଣ୍ଟି ଚିପି ମରାଯାଇଥିବା କୌଣସି ପଶୁର ମାଂସ ଖାଅ ନାହିଁ।


ତେଣୁ ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭର ବିଧି ପାଳନ କରିବ, ତାହା କଲେ ତୁମ୍ଭେମାନେ ବଞ୍ଚିବ। ଆମ୍ଭେ ସଦାପ୍ରଭୁ ଅଟୁ।


ସେହି ରାତ୍ରିରେ ସେହି ଦୁଇ ଝିଅ ତାଙ୍କ ପିତାଙ୍କ ନିକଟକୁ ଗଲେ ଏବଂ ତାଙ୍କର ପିତାଙ୍କୁ ମଦ ପିଆଇଲେ। ଏହା ପରେ ତାଙ୍କର ବଡ଼ ଝିଅ ତାଙ୍କ ପିତାଙ୍କ ଶୟନ କକ୍ଷକୁ ଗଲା ଏବଂ ତାଙ୍କ ସହିତ ସହବାସ କଲା। ଲୋଟ ପୁରାପୁରି ମାତାଲ ଥିଲେ ଏବଂ ଜାଣି ପାରିଲେ ନାହିଁ ଯେ, ସେ କେତେବେଳେ ତା'ର ବିଛଣାକୁ ଆସିଥିଲା ଏବଂ ସେ କେତେବେଳେ ଉଠି କୋଠରୀକୁ ପରିତ୍ୟାଗ କଲା।


କେବଳ ନିଜର ନିକଟ ଜ୍ଞାତି ଅର୍ଥାତ୍ ନିଜର ପିତା, ମାତା, ପୁତ୍ର, କନ୍ୟା ଓ ଭ୍ରାତା ନିମନ୍ତେ ସେ ଅଶୁଚି ହେବ।


ତୁମ୍ଭ ମଧ୍ୟରେ ଲୋକମାନେ ନିଜ ନିଜ ପିତାର ପତ୍ନୀ ସହିତ ଯୌନ ସମ୍ପର୍କ ରଖିଛନ୍ତି। ଏବଂ ତୁମ୍ଭ ଗୋଷ୍ଠୀରେ ଲୋକମାନେ ଅଛନ୍ତି, ଯିଏ ନାରୀମାନଙ୍କୁ ପାଶବିକ ଅତ୍ୟାଗ୍ଭର ଏମିତକି ସେମାନଙ୍କର ଋତୁସ୍ରାବ ସମୟରେ ମଧ୍ୟ ଅତ୍ୟାଗ୍ଭର କରନ୍ତି।


ପୁଣି କେହି କେହି ନିଜ ପ୍ରତିବାସୀର ସ୍ତ୍ରୀ ସହ ପାପକର୍ମ କରିଅଛନ୍ତି, ଆଉ କେହି ଲମ୍ଫଟାଚରଣ କରି ନିଜର ପୁତ୍ରବଧୂକୁ ଅଶୁଚି କରିଅଛନ୍ତି, ପୁଣି କେହି ନିଜର ପିତୃକନ୍ୟା ଭଗିନୀକୁ ବଳାତ୍କାର କରିଛନ୍ତି।


Swiv nou:

Piblisite


Piblisite