Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 18:7 - ପବିତ୍ର ବାଇବଲ

7 “ତୁମ୍ଭେ ତୁମ୍ଭର ମାତାଙ୍କ ସହିତ ଦୈହିକ ସମ୍ପର୍କ ରଖିବା ଉଚିତ୍ ନୁହେଁ। ଏହା କରିବା ଦ୍ୱାରା ତୁମ୍ଭମାନଙ୍କର ପିତା ପ୍ରତି ଅସମ୍ମାନ ହେବ। ତେଣୁ ନିଶ୍ଚୟ ତାଙ୍କ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 18:7
7 Referans Kwoze  

ଯଦି କୌଣସି ବ୍ୟକ୍ତି ତା'ର ପିତୃ ଭାର୍ଯ୍ୟା ସହିତ ଦୈହୀକ ସମ୍ପର୍କ ରଖେ, ସେ ତାଙ୍କର ପିତାକୁ ଅସମ୍ମାନ କରିଥାଏ। ତେବେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ମୃତ୍ୟୁଦଣ୍ଡ ପାଇବେ। ସେମାନେ ନିଜର ଅପରାଧ ପାଇଁ ଦାୟୀ ରହିବେ। ସେହି ସ୍ତ୍ରୀ ତା'ର ପିତାର ଅଟେ।


ତୁମ୍ଭ ମଧ୍ୟରେ ଲୋକମାନେ ନିଜ ନିଜ ପିତାର ପତ୍ନୀ ସହିତ ଯୌନ ସମ୍ପର୍କ ରଖିଛନ୍ତି। ଏବଂ ତୁମ୍ଭ ଗୋଷ୍ଠୀରେ ଲୋକମାନେ ଅଛନ୍ତି, ଯିଏ ନାରୀମାନଙ୍କୁ ପାଶବିକ ଅତ୍ୟାଗ୍ଭର ଏମିତକି ସେମାନଙ୍କର ଋତୁସ୍ରାବ ସମୟରେ ମଧ୍ୟ ଅତ୍ୟାଗ୍ଭର କରନ୍ତି।


“ଯଦି କେହି କୌଣସି ସ୍ତ୍ରୀ ସହିତ ଓ ତା'ର ମାତା ସହିତ ଯୌନକ୍ରିୟା କରେ, ତେବେ ସେ ପୁରୁଷ ସହିତ ସେ ଦୁଇ ସ୍ତ୍ରୀଙ୍କୁ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରାଯିବ। ଏପରି ଜଘନ୍ୟ ପାପ ଯେପରି ଆଉ ତୁମ୍ଭମାନଙ୍କ ମଧ୍ୟରେ ନ ହୁଏ।


“ତୁମ୍ଭେମାନେ ଆପଣା କୁଟୁମ୍ବ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।


“ଲେବୀୟମାନେ କହିବେ, ‘ଯେଉଁ ଲୋକ ଆପଣା ପିତାଙ୍କ ଭାର୍ଯ୍ୟା ସହିତ ଶୟନ କରେ ସେ ଅଭିଶପ୍ତ ହେଉ। କାରଣ ସେ ଯାହା ତା'ର ପିତାର ସେ ତାକୁ ଅନାବରଣ କରିଥାଏ।” “ଏଥିରେ ସମସ୍ତେ କହିବେ, ‘ଆମେନ୍।’


ତେଣୁ ଆସ ଆମ୍ଭେ ଆମ୍ଭର ପିତାଙ୍କୁ ମଦ୍ୟପାନ କରାଇବା ତାହାପରେ ଆମ୍ଭେ ତାଙ୍କ ସହିତ ସହବାସ କରିବା, ଏହି ଉପାୟରେ ଆମ୍ଭେ ଆମ୍ଭର ବଂଶ ରକ୍ଷା କରି ପାରିବା।”


Swiv nou:

Piblisite


Piblisite