Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 18:9 - ପବିତ୍ର ବାଇବଲ

9 “ତୁମ୍ଭେ ନିଜର ଭଗିନୀ, ଅର୍ଥାତ୍ ତୁମ୍ଭ ପିତୃକନ୍ୟା ବା ମାତୃକନ୍ୟା, ସେ ଗୃହରେ ଜନ୍ମ ହୋଇଥାଉ କିମ୍ବା ଅନ୍ୟତ୍ର ଜନ୍ମ ହୋଇଥାଉ, ତା’ ସହିତ ମଧ୍ୟ ଦୈହିକ ସମ୍ପର୍କ ରଖିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହଜାତା ହେଉ କି ଅନ୍ୟତ୍ରଜାତା ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍‍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍‍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 18:9
6 Referans Kwoze  

“ଯଦି କେହି ନିଜର ଭଗିନୀକି ଅର୍ଥାତ୍ ପିତୃକନ୍ୟା କି ମାତୃକନ୍ୟାକୁ ବିବାହ କରେ ଓ ଉଭୟଙ୍କ ମଧ୍ୟରେ ଯୌନ ସମ୍ପର୍କ ହୁଏ, ତେବେ ତାହା ଲଜ୍ଜାଜନକ। ସେମାନେ ସର୍ବସାଧାରଣରେ ଦଣ୍ଡିତ ହେବା ଉଚିତ୍ ଓ ନିଜ ଲୋକମାନଙ୍କଠାରୁ ପୃଥକ ରହିବେ। ଯେଉଁ ଲୋକ ତା'ର ନିଜର ଭଉଣୀ ସହିତ ଶାରୀରିକ ସମ୍ପର୍କ ଥିଲା ଏବଂ ସେ ନିଜେ ତା'ର ପରିଣାମ ଭୋଗ କରିବ।


ପୁଣି କେହି କେହି ନିଜ ପ୍ରତିବାସୀର ସ୍ତ୍ରୀ ସହ ପାପକର୍ମ କରିଅଛନ୍ତି, ଆଉ କେହି ଲମ୍ଫଟାଚରଣ କରି ନିଜର ପୁତ୍ରବଧୂକୁ ଅଶୁଚି କରିଅଛନ୍ତି, ପୁଣି କେହି ନିଜର ପିତୃକନ୍ୟା ଭଗିନୀକୁ ବଳାତ୍କାର କରିଛନ୍ତି।


“ଲେବୀୟମାନେ କହିବେ, ‘ଯେଉଁମାନେ ସେମାନଙ୍କ ଭଉଣୀ ବା ପିତୃକନ୍ୟା ବା ମାତୃକନ୍ୟା ସହିତ ଯୌନ ସମ୍ପର୍କ ରଖେ ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ଆମେନ୍।’


“ତୁମ୍ଭେ ତୁମ୍ଭ ବିମାତା କନ୍ୟା ସହିତ ଯୌନ ସମ୍ପର୍କ ରଖିବ ନାହିଁ, କାରଣ ସେ ତମ୍ଭର ପିତାଙ୍କଠାରୁ ଜନ୍ମି ଅଛି ଓ ସେ ତୁମ୍ଭର ଭଗିନୀ, ତା’ ସହିତ ଯୌନ ସମ୍ପର୍କ ରଖିବ ନାହିଁ।


“ତୁମ୍ଭେ ନିଜ ପୌତ୍ରୀର କିମ୍ବା ଦୌହିତ୍ରୀର ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ନିଜ ଭବିଷ୍ୟ‌ଦ୍‌ ବଂଶଧର।


Swiv nou:

Piblisite


Piblisite