ଲେବୀୟ ପୁସ୍ତକ 19:12 - ପବିତ୍ର ବାଇବଲ12 ଆଉ ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ରାଣ କରିବ ନାହିଁ। ତାହାହେଲେ ତୁମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ, ଆମ୍ଭେ ସଦାପ୍ରଭୁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ଵରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ। Gade chapit laଓଡିଆ ବାଇବେଲ12 ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ। Gade chapit la |
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।