ଲେବୀୟ ପୁସ୍ତକ 19:25 - ପବିତ୍ର ବାଇବଲ25 ତା'ପରେ ପଞ୍ଚମ ବର୍ଷରେ ତୁମ୍ଭେମାନେ ସେ ବୃକ୍ଷରୁ ଫଳ ଖାଇ ପାରିବ। ତହିଁରେ ତୁମ୍ଭମାନଙ୍କ ପାଇଁ ପ୍ରଚୁର ଫଳ ଫଳିବ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)25 ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Gade chapit laଓଡିଆ ବାଇବେଲ25 ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Gade chapit la |