Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:29 - ପବିତ୍ର ବାଇବଲ

29 “ତୁମ୍ଭେ ନିଜର କନ୍ୟାକୁ ବେଶ୍ୟା କରି ଅପବିତ୍ର କରିବ ନାହିଁ। ତାହାହେଲେ ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ପାପରେ ପରିପୂର୍ଣ୍ଣ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ।

Gade chapit la Kopi

ଓଡିଆ ବାଇବେଲ

29 ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ।

Gade chapit la Kopi




ଲେବୀୟ ପୁସ୍ତକ 19:29
7 Referans Kwoze  

ତୁମ୍ଭେମାନେ କ’ଣ ଜାଣି ନାହଁ ଯେ, ତୁମ୍ଭମାନଙ୍କ ଶରୀରଗୁଡ଼ିକ ଖ୍ରୀଷ୍ଟଙ୍କର ଅଙ୍ଗବିଶେଷ? ତା'ହେଲେ ତୁମ୍ଭେମାନେ କ’ଣ ଭାବୁଛ ଯେ, ମୁଁ ଖ୍ରୀଷ୍ଟଙ୍କର ଅଙ୍ଗଗୁଡ଼ିକୁ ନେଇଯିବି, ଓ ସେଗୁଡ଼ିକୁ କୌଣସି ବେଶ୍ୟାର ଅଙ୍ଗ କରିଦେବି? କେବେ ନୁହେଁ।


“ଜଣେ ଯାଜକ ତା'ର ପରମେଶ୍ୱରଙ୍କର ପବିତ୍ର ସେବକ। ତେଣୁ ସେ କୌଣସି ବେଶ୍ୟାକୁ, କଳିଙ୍କିନୀକୁ କିମ୍ବା ସ୍ୱାମୀ ପରିତ୍ୟକ୍ତା ନାରୀକୁ ବିବାହ କରିବା ଉଚିତ୍ ନୁହଁ।


ପୁଣି ତୁମ୍ଭେମାନେ ମୃତ ଲୋକ ପାଇଁ ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରିବ ନାହିଁ କିମ୍ବା ଦେହରେ ଚିତା କୁଟାଇବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।


“ଆଉ କୌଣସି ଯାଜକର କନ୍ୟା ବ୍ୟଭିଗ୍ଭରିଣୀ ହେଲେ ସେ ନିଜକୁ ଅପବିତ୍ର କରେ ଓ ନିଜ ପିତାକୁ ମଧ୍ୟ ଅପବିତ୍ର କରେ। ତେଣୁ ସେ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ ହେବ।


ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃ ଗୃହର ଦ୍ୱାର ନିକଟକୁ ଆଣିବେ। ଆଉ ନଗରସ୍ଥ ଲୋକମାନେ ତାକୁ ପଥର ପିଙ୍ଗି ହତ୍ୟା କରିବେ। କାରଣ ପିତୃଗୃହରେ ଯୌନକ୍ରିୟା ଜନିତ ପାପ ବ୍ୟଭିଗ୍ଭର କରିବାରୁ ସେ ଇସ୍ରାଏଲ ମଧ୍ୟରେ ଦୁଷ୍କର୍ମ କଲା। ଏହି ଉପାୟରେ ତୁମ୍ଭେମାନେ ଇସ୍ରାଏଲରୁ ଦୁଷ୍କର୍ମ ଦୂର କରିବା ଉଚିତ୍।


Swiv nou:

Piblisite


Piblisite