ଲେବୀୟ ପୁସ୍ତକ 19:30 - ପବିତ୍ର ବାଇବଲ30 “ତୁମ୍ଭେମାନେ ଆମ୍ଭ ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ। ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)30 ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laଓଡିଆ ବାଇବେଲ30 ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit la |
ମନଃଶି ଆହୁରି ମଧ୍ୟ ଏକ ଦେବତାର ମୂର୍ତ୍ତି ନିର୍ମାଣ କଲେ ଓ ତାହାକୁ ପରମେଶ୍ୱରଙ୍କ ମନ୍ଦିର ମଧ୍ୟରେ ରଖିଲେ; ସେହି ମନ୍ଦିର, ଯାହା ବିଷୟରେ ପରମେଶ୍ୱର ଦାଉଦ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ। ପରମେଶ୍ୱର କହିଥିଲେ, “ମୁଁ ଏହି ଗୃହରେ ଓ ଯିରୁଶାଲମରେ ମୋର ନାମ ସ୍ଥାପନ କରିବି, ଯାହା ମୁଁ ଇସ୍ରାଏଲର ସମସ୍ତ ପରିବାରବର୍ଗଙ୍କ ମଧ୍ୟରେ ମନୋନୀତ କରିଅଛି। ଆଉ ଆମ୍ଭ ନାମ ସେଠାରେ ଚିରକାଳ ନିମନ୍ତେ ରହିବ।