ଲେବୀୟ ପୁସ୍ତକ 19:33 - ପବିତ୍ର ବାଇବଲ33 “ତୁମ୍ଭମାନଙ୍କ ସହିତ ବାସ କରୁଥିବା ବିଦେଶୀମାନଙ୍କ ପ୍ରତି ମନ୍ଦ ଆଚରଣ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)33 ଆଉ, ଯେବେ କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ। Gade chapit laଓଡିଆ ବାଇବେଲ33 ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ। Gade chapit la |
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।