Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:36 - ପବିତ୍ର ବାଇବଲ

36 ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫ ଓ ଯଥାର୍ଥ ପଳା ତୁମ୍ଭମାନଙ୍କର ହେବ। ଯେ ମିଶର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଯଥାର୍ଥ ଦଣ୍ତି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।

Gade chapit la Kopi

ଓଡିଆ ବାଇବେଲ

36 ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍‍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍‍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi




ଲେବୀୟ ପୁସ୍ତକ 19:36
11 Referans Kwoze  

ସଦାପ୍ରଭୁ ମିଥ୍ୟାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ୍ ଓଜନକୁ ଭଲ ପାଆନ୍ତି।


“ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହାର କରି ଆଣିଲି, ଯେଉଁଠାରେ ତୁମ୍ଭେମାନେ ଦାସ ଥିଲ।


ନାନା ପ୍ରକାର ମାପ ଓଜନରେ ଯେଉଁମାନେ ଠକନ୍ତି, ସେମାନେ ସଦାପ୍ରଭୁଙ୍କଠାରେ ଘୃଣିତ।


“ଏଣୁ ତୁମ୍ଭେମାନେ ମୋର ସମସ୍ତ ବ୍ୟବସ୍ଥା ଓ ସମସ୍ତ ବିଧି ମାନ୍ୟକରି ପାଳନ କରିବ। ଚିରଦିନ ମୁଁ ସଦାପ୍ରଭୁ ଅଟେ।”


ମନ୍ଦିରର ମେଜ ଉପରେ ବିଶେଷରୋଟୀ ରଖିବାର ଦାୟିତ୍ୱ ସେମାନଙ୍କର ଥିଲା। ଆହୁରି ମଧ୍ୟ, ସେମାନଙ୍କର ମଇଦା, ଶସ୍ୟ ନୈବେଦ୍ୟ ଓ ଖମୀରଶୂନ୍ୟ ରୋଟୀ ପ୍ରସ୍ତୁତ କରିବାର ଦାୟିତ୍ୱ ଥିଲା। ପିଠା ପାକ କରିବା ଓ ମିଶ୍ରିତ ନୈବେଦ୍ୟ ଉତ୍ସର୍ଗ କରିବା ଦାୟିତ୍ୱ ମଧ୍ୟ ସେମାନଙ୍କର ଥିଲା। ସେମାନେ ସବୁ ପ୍ରକାର ମାପ ତୌଲି କରୁଥିଲେ।


“ଲୋକମାନଙ୍କୁ ଠକିବା ବନ୍ଦ କର। ଯଥାର୍ଥ ତରାଜୁ ଓ ଐଫା ଓ ଯଥାର୍ଥ ମାପ ବ୍ୟବହାର କର।


ବର୍ତ୍ତମାନ ଆମ୍ଭେ ଭୁଲ୍ ମାପକାଠି ଏବଂ ଅସାଧୁ ଓଜନ ସହ୍ୟ କରିବା ଉଚିତ୍ କି? ନା!


ମୁଁ ଉତ୍ତର କଲି, “ଏହା କ’ଣ?” ସେ କହିଲେ, “ତାହା ଏକ ମାପ କରିବା ଟୋକେଇ” ଏବଂ “ତାହା ଦେଶର ଲୋକମାନଙ୍କର ପାପକୁ ମାପିପାରିବ।”


ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର, ତୁମ୍ଭମାନଙ୍କୁ ମିଶରରୁ ଆଣିଅଛୁ। ଏଣୁ ତୁମ୍ଭେମାନେ ପବିତ୍ର ହେବ କାରଣ ଆମ୍ଭେ ପବିତ୍ର ଅଟୁ।”


ଓଜନ ଓ ଦଣ୍ଡି ସଦାପ୍ରଭୁଙ୍କର ଅଟେ, କିନ୍ତୁ ସଦାପ୍ରଭୁ ଯାହା ଓଜନ ପାଇଁ ବ୍ୟବହାର କରିବାକୁ ବଟଖରାସବୁ ତିଆରି କଲେ।


Swiv nou:

Piblisite


Piblisite