Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:9 - ପବିତ୍ର ବାଇବଲ

9 “ତୁମ୍ଭେମାନେ ଅମଳ ସମୟରେ ଯେବେ ଶସ୍ୟ କାଟୁଛ ତେବେ କ୍ଷେତ୍ରକୁ ନିଃଶେଷ କରି ଶସ୍ୟ କାଟିବ ନାହିଁ। କିମ୍ବା ନିଜ ଶସ୍ୟକ୍ଷେତ୍ରରୁ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 19:9
9 Referans Kwoze  

“ଆଉ ତୁମ୍ଭେମାନେ ଶସ୍ୟ କାଟିଲାବେଳେ, କ୍ଷେତ୍ରରୁ ସମସ୍ତ ଶସ୍ୟ ନିଃଶେଷ କରି କାଟିବ ନାହିଁ। ଆଉ ତଳେ ପଡ଼ିଥିବା ଶସ୍ୟକୁ ସାଉଁଟିବ ନାହିଁ। ତୁମ୍ଭେମାନେ ସେସବୁ ଦୁଃଖୀ ଓ ବିଦେଶୀମାନଙ୍କ ପାଇଁ ଛାଡ଼ିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


ଏହା ପରେ ଋତ ଉଠି କାର୍ଯ୍ୟକୁ ଗଲା। ଏହା ପରେ ବୋୟାଜ ତାଙ୍କର ଦାସମାନଙ୍କୁ କହିଲେ, “ବିଡ଼ା ମଧ୍ୟରୁ ମଧ୍ୟ ତାକୁ ଶସ୍ୟ ସାଉଁଟିବାକୁ ଦିଅ। ତାକୁ କେବେ ଲଜ୍ଜା ଦିଅ ନାହିଁ।


ଦିନେ ଋତ (ମୋୟାବ ଦେଶୀୟ) ନୟମୀକୁ କହିଲେ, “ମୁଁ କ୍ଷେତକୁ ଯିବା ପାଇଁ ଗ୍ଭହେଁ। କେହି ମୋତେ ଅନୁଗ୍ରହ ଦେଖାଇ ପାରନ୍ତି। ଯଦି ଯେକେହି ତା’ ପଛରେ କିଛି ଶସ୍ୟ ଛାଡ଼ି ଯାଏ ମୁଁ ତାକୁ ସାଉଁଟି ଆଣିବି।” ନୟମୀ କହିଲେ, “ଯାଅ ମୋର କନ୍ୟା।”


“ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବୁ ତୁମ୍ଭେମାନେ ସେ ଦେଶରେ ପ୍ରବେଶ କରିବ। ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ପ୍ରଥମ କଟା ଶସ୍ୟରୁ ଏକ ବିଡ଼ା ଯାଜକ ନିକଟକୁ ଆଣିବ।


“ଯେବେ କୌଣସି ଲୋକ ସେହିଦନି ଉପବାସ କରିବାକୁ ବିରତ ହୁଏ, ତେବେ ସେ ତା'ର ଲୋକମାନଙ୍କଠାରୁ ପୃଥକ ରହିବ।


ଆଉ ତହିଁର ଭୋକ୍ତା ନିଜ ଅପରାଧ ବହନ କରିବ। କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା। ତେଣୁ ନିଜ ଲୋକମାନଙ୍କଠାରୁ ପୃଥକ ରହିବ।


ପୁଣି ତୁମ୍ଭର ଦ୍ରାକ୍ଷାକ୍ଷେତ୍ରରୁ ସମ୍ପୂର୍ଣ୍ଣ ଦ୍ରାକ୍ଷା ଖୁଣ୍ଟି ତୋଳିବ ନାହିଁ କିମ୍ବା କ୍ଷେତ୍ରରେ ପଡ଼ିଥିବା ଫଳ ସାଉଣ୍ଟିବ ନାହିଁ। ସେଗୁଡ଼ିକୁ ଦରିଦ୍ର ଓ ବିଦେଶୀମାନଙ୍କ ପାଇଁ ଛାଡ଼ିଦେବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଏହା ପରେ ବୋୟାଜ ଋତକୁ କହିଲେ, “ଆଗୋ ମୋର କନ୍ୟା, ମୋର କଥା ଶୁଣ। ମୋ’ କ୍ଷେତରୁ ତୁମ୍ଭେ ନିଜ ପାଇଁ ଶସ୍ୟ ସଂଗ୍ରହ କର। ତୁମ୍ଭର ଅନ୍ୟ କାହାର କ୍ଷେତକୁ ଯିବା ଦରକାର ନାହିଁ। ମାତ୍ର ମୋର ଦାସୀଗଣଙ୍କ ପଛରେ ଯାଅ।


Swiv nou:

Piblisite


Piblisite