ଲେବୀୟ ପୁସ୍ତକ 2:1 - ପବିତ୍ର ବାଇବଲ1 “ଆଉ କେହି ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଶସ୍ୟ ନୈବେଦ୍ୟ ଆଣିଲେ, ତାହା ଅତି ସୂକ୍ଷ୍ମ ମଇଦାରେ ନୈବେଦ୍ୟ ହେବ। ପୁଣି ସେଥିରେ ସେ ତୈଳ ଢାଳିବ ଓ ତା'ଉପରେ ଲୋବାନି ରଖିବ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଆଉ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ-ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁଦେବ ; Gade chapit laଓଡିଆ ବାଇବେଲ1 ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ; Gade chapit la |
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।