ଲେବୀୟ ପୁସ୍ତକ 2:16 - ପବିତ୍ର ବାଇବଲ16 ତା'ପରେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ ଲୋବାନି ଗୋଟିଏ ସ୍ମରଣାର୍ଥକ ଅଂଶ ରୂପେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ପ୍ରତି ଗୋଟିଏ ଉପହାର ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। Gade chapit laଓଡିଆ ବାଇବେଲ16 ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। Gade chapit la |
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।