Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 2:8 - ପବିତ୍ର ବାଇବଲ

8 “ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତି ଶସ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ। ଆଉ ତାହା ଯାଜକକୁ ଦେବ ଓ ଯାଜକ ତାକୁ ନେଇ ଯଜ୍ଞବେଦି ଉପରେ ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ-ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।

Gade chapit la Kopi




ଲେବୀୟ ପୁସ୍ତକ 2:8
3 Referans Kwoze  

ଯଦି ତୁମ୍ଭେ କରେଇରେ ରୋଷେଇ ହୋଇ ଶେକା ଯାଇଥିବା ଶସ୍ୟ ଦିଅ, ତେବେ ତାହା ନିଶ୍ଚିତ ତେଲରେ ଭଜା ଯାଇଥିବ ଓ ସରୁ ମଇଦାରେ ହୋଇ କରେଇରେ ପରସା ଯାଇଥିବ।


ପୁଣି ଯାଜକ ସେହି ଭଜା ଶସ୍ୟରୁ କିଛି ଅଂଶ ନେବା ଉଚିତ୍ ଓ ଯଜ୍ଞବେଦି ଉପରେ ଏହି ସ୍ମରଣାର୍ଥକ ଅଂଶ ଦ‌‌‌‌ଗ୍‌‌‌‌ଧ କରିବା ଉଚିତ୍। ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ଅଟେ।


ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ୱରରେ ବିଳାପ କର। ହେ ଯଜ୍ଞବେଦିର ପରିଗ୍ଭଳକ ଗଣ, ତୁମ୍ଭେମାନେ ଚଟ ବସ୍ତ୍ର ପରିଧାନ କରି ରାତ୍ରିଯାପନ କର। କାରଣ ପରମେଶ୍ୱରଙ୍କ ମନ୍ଦିରରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ମିଳିବ ନାହିଁ।


Swiv nou:

Piblisite


Piblisite