ଲେବୀୟ ପୁସ୍ତକ 20:10 - ପବିତ୍ର ବାଇବଲ10 “ଯଦି କୌଣସି ପୁରୁଷ ତା'ର ପ୍ରତିବାସୀର ଭାର୍ଯ୍ୟା ସହିତ ଯୌନ ସମ୍ପର୍କ ରଖେ, ତେବେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ୟଭିଗ୍ଭର ପାଇଁ ଅପରାଧୀ ଓ ଉଭୟେ ମୃତ୍ୟୁବରଣ କରିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତା; ହତ ହେବେ। Gade chapit laଓଡିଆ ବାଇବେଲ10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ। Gade chapit la |