Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:12 - ପବିତ୍ର ବାଇବଲ

12 “ଯଦି କୌଣସି ଲୋକ ତା'ର ପୁତ୍ରବଧୂ ସହିତ ଯୌନ ସମ୍ପର୍କ ରଖେ, ତେବେ ସେ ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ହତ୍ୟା କରାଯିବା ଉଚିତ୍। ସେମାନେ ଅତି ଜଘନ୍ୟ ଅପରାଧ କରିଛନ୍ତି ଓ ସେମାନେ ମୃତ୍ୟୁଦଣ୍ଡ ପାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଯେବେ କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତା; ହତ ହେବେ; ସେମାନେ ପାଷାଣ୍ତ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।

Gade chapit la Kopi




ଲେବୀୟ ପୁସ୍ତକ 20:12
6 Referans Kwoze  

“ତୁମ୍ଭେ ତୁମ୍ଭର ପୁଅର ବୋହୂ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ପୁତ୍ରବଧୁ। ତୁମ୍ଭେ ତାହା ସହିତ ଯୌନ ସମ୍ପର୍କ ରଖିବ ନାହିଁ।


“ତୁମ୍ଭେ କୌଣସି ପଶୁ ସହିତ ଯୌନ ସମ୍ପର୍କ କରି ନିଜକୁ ଅଶୁଚି କରିବ ନାହିଁ। ଆଉ କୌଣସି ସ୍ତ୍ରୀ କୌଣସି ପ୍ରାଣୀ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ଏହା ପ୍ରକୃତି ବିରୋଧ।


ଯିହୁଦା ପଗ୍ଭରିଲା, “ମୁଁ ତୁମ୍ଭକୁ କ’ଣ ଦିଏ ବୋଲି ଗ୍ଭହୁଁଛ?” ତାମର କହିଲା, “ତୁମ୍ଭର ଏହି ମୋହର, ସୁତ୍ର ଆଉ ହସ୍ତ ଯଷ୍ଟି।” ଯିହୁଦା ତାହା ସବୁ ତାମରକୁ ଦେଲା। ଏହା ପରେ ଯିହୁଦା ଓ ତାମର ମଧ୍ୟରେ ଦୈହିକ ସମ୍ପର୍କରୁ ତାମର ଗର୍ଭବତୀ ହେଲା।


“ଲେବୀୟମାନେ କହିବେ, ‘ଯେକେହି ଆପଣା ଶାଶୁ ସଙ୍ଗେ ଯୌନ ସମ୍ପର୍କ ରକ୍ଷାକରେ ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ‘ଆମେନ୍।’


ତେଣୁ ଯିହୁଦା ତାର ପାଖକୁ ଗଲା ଏବଂ କହିଲା, “ତୁମ୍ଭ ସହିତ ମୋତେ ସହବାସ କରିବାକୁ ଦିଅ।” ସେ ତା'ର ପୁତ୍ରବଧୁ ବୋଲି ଯିହୁଦା ଜାଣି ନ ଥିଲା। ସେ କହିଲା, “ତୁମ୍ଭେ ମୋତେ କ’ଣ ଦେବ?”


ଯଦି ଏକ ଗ୍ଭେର ଗ୍ଭେରି କରିବା ସମୟରେ ରାତ୍ରିରେ ମରିଯାଏ, ତେବେ ତା'ର ମୃତ୍ୟୁ ପାଇଁ କେହି ଦାୟୀ ହେବେ ନାହିଁ।


Swiv nou:

Piblisite


Piblisite