Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:13 - ପବିତ୍ର ବାଇବଲ

13 “ଯଦି କୌଣସି ପୁରୁଷ ଅନ୍ୟ ଏକ ପୁରୁଷ ସହିତ ସ୍ତ୍ରୀଲୋକ ପରି ଯୌନ ସମ୍ପର୍କ ରଖେ, ତେବେ ସେମାନେ ଉଭୟେ ଅତି ଭୟଙ୍କର ପାପ କରିଛନ୍ତି। ସେମାନେ ମୃତ୍ୟୁଦଣ୍ଡ ପାଇବା ଉଚିତ୍। ସେମାନେ ସେମାନଙ୍କର ଅପରାଧ ବହନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ପୁରୁଷ ଯେବେ ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଶୟନ କରେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତା; ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।

Gade chapit la Kopi




ଲେବୀୟ ପୁସ୍ତକ 20:13
9 Referans Kwoze  

ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।


“ତୁମ୍ଭେ କୌଣସି ପୁରୁଷ ସହିତ, ସ୍ତ୍ରୀଲୋକ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ତାହା ଘୃଣ୍ୟ ପାପ।


ଯୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ଯୌନ ଅଭିଳାଷୀ, ଦାସମାନଙ୍କ ବିକ୍ରେତା, ମିଥ୍ୟାବାଦୀ, ମିଥ୍ୟା ଶପଥ ନେଉଥିବା ଲୋକେ ଓ ପରମେଶ୍ୱରଙ୍କ ସ‌ତ୍‌‌ଶିକ୍ଷାର ବିରୋଧାଚରଣ କରୁଥିବା ଯେକୌଣସି ବ୍ୟକ୍ତି ପାଇଁ ବ୍ୟବସ୍ଥା ଆବଶ୍ୟକ।


ସଦୋମ, ଗମୋରା ଓ ତା’ ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସେମାନେ ଠିକ୍ ସେହି ସ୍ୱର୍ଗଦୂତମାନଙ୍କ ପରି। ସେହି ନଗରଗୁଡ଼ିକ ବ୍ୟଭିଗ୍ଭର ପାପ ଓ ଅସ୍ୱାଭାବିକ କାମୁକତାରେ ପରିପୂର୍ଣ୍ଣ ଥିଲା। ସେମାନେ ଅନନ୍ତ ଅଗ୍ନି ଦଣ୍ଡରେ ଦଣ୍ଡିତ ହେଲେ। ସେମାନଙ୍କର ଦଣ୍ଡ ଆମ୍ଭମାନଙ୍କ ଆଗରେ ଗୋଟିଏ ଉଦାହରଣ ସ୍ୱରୂପ ରହିଛି।


“ଇସ୍ରାଏଲର ସ୍ତ୍ରୀଲୋକ ବା ପୁରୁଷ କେହି ମନ୍ଦିରର ବେଶ୍ୟାରୂପେ ସେବା କରିବା ଉଚିତ୍ ନୁହେଁ।


“ଆଜି ରାତ୍ରରେ ଯେଉଁ ଦୁଇଜଣ ମନୁଷ୍ୟ ତୁମ୍ଭ ଘରକୁ ଆସିଥିଲେ ସେମାନେ କାହାନ୍ତି? ସେମାନଙ୍କୁ ବାହାରକୁ ଆଣ ଆମ୍ଭେମାନେ ତାଙ୍କ ସହିତ ଯୌନ ସମ୍ପର୍କ କରିବା।”


ସେମାନେ ଖାଉଥିବା ବେଳେ ଓ ଉପଭୋଗ କରୁଥିବା ବେଳେ ସହରରୁ କେତେକ ଦୁଷ୍ଟ ଲୋକ ଗୃହ ଗ୍ଭରିପାଖରେ ଘେରିଗଲେ। ସେମାନେ କବାଟରେ ବାଡ଼େଇବା ଆରମ୍ଭ କଲେ। ସେମାନେ ଗୃହମାଲିକ ସେହି ବୃଦ୍ଧ ଲୋକଙ୍କୁ ପାଟି କରି କହିଲେ, “ସେହି ଲୋକକୁ ଗୃହରୁ ବାହାର କରି ଆଣ ଯିଏ ତୁମ୍ଭର ଅତିଥି। ଆମ୍ଭେ ତା’ ସହିତ ରତିକ୍ରିୟା କରିବୁ।”


ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ। କାରଣ ସେ ଉଭୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ଅଟନ୍ତି।


Swiv nou:

Piblisite


Piblisite