Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:14 - ପବିତ୍ର ବାଇବଲ

14 “ଯଦି କେହି କୌଣସି ସ୍ତ୍ରୀ ସହିତ ଓ ତା'ର ମାତା ସହିତ ଯୌନକ୍ରିୟା କରେ, ତେବେ ସେ ପୁରୁଷ ସହିତ ସେ ଦୁଇ ସ୍ତ୍ରୀଙ୍କୁ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରାଯିବ। ଏପରି ଜଘନ୍ୟ ପାପ ଯେପରି ଆଉ ତୁମ୍ଭମାନଙ୍କ ମଧ୍ୟରେ ନ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, କେହି ଯେବେ କୌଣସି ସ୍ତ୍ରୀକି ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।

Gade chapit la Kopi

ଓଡିଆ ବାଇବେଲ

14 ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।

Gade chapit la Kopi




ଲେବୀୟ ପୁସ୍ତକ 20:14
6 Referans Kwoze  

“ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟା ସହିତ ଯୌନ ସମ୍ପର୍କ ରଖିବ ନାହିଁ। ତୁମ୍ଭେ ତାହାର ପୌତ୍ରୀ କିମ୍ବା ଦୌହିତ୍ରୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେମାନେ ତା'ର ନିକଟ ସମ୍ପର୍କୀୟ। ଏପ୍ରକାର ଯୌନ ସମ୍ପର୍କ ଭୟଙ୍କର ଭାବରେ ନୀତି ବିରୁଦ୍ଧ।


“ଲେବୀୟମାନେ କହିବେ, ‘ଯେକେହି ଆପଣା ଶାଶୁ ସଙ୍ଗେ ଯୌନ ସମ୍ପର୍କ ରକ୍ଷାକରେ ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ‘ଆମେନ୍।’


ସେମାନେ ଦରିଦ୍ର ଲୋକମାନଙ୍କର ମୁଖମଣ୍ତଳକୁ ଭୂମିରେ ମାଡ଼ି ଦଣ୍ତ ଦେଉଥିଲେ ଓ ସେମାନଙ୍କୁ ପଦାଘାତ କରୁଥିଲେ। ସେମାନେ ଅସହାୟ ଲୋକମାନଙ୍କର ଦୁଃଖ ଓ ଦୁର୍ଦ୍ଦଶା ଶୁଣୁ ନ ଥିଲେ। ମୋର ପବିତ୍ର ନାମକୁ କଳୁଷିତ କରିବାକୁ ଯାଇ ଜଣେ ବ୍ୟକ୍ତି ଓ ତା'ର ପିତା, ଜଣେ ରମଣୀ ସହ ଯୌନ ସମ୍ପର୍କ ରଖିଥିଲେ।


ଯିଏ ଲୁଣ୍ଠନ ଦ୍ରବ୍ୟ ରଖିବାରେ ଦୋଷୀ ମିଳିବ, ଯେଉଁ ଦ୍ରବ୍ୟଟି ନଷ୍ଟ ହେବାର ଉଚିତ୍ ଥିଲା, ତାହା ନିଆଁରେ ପୋଡ଼ି ପାଉଁଶ କରାଯିବ। ଏବଂ ତା'ର ଅଧୀନରେ ଥିବା ସବୁକିଛିକୁ ପୋଡ଼ି ପାଉଁଶ କରାଯିବ, ଯେହେତୁ ସେ ସଦାପ୍ରଭୁଙ୍କର ନିୟମ ଭଙ୍ଗ କଲା। ଆଉ ମଧ୍ୟ ସେ ଇସ୍ରାଏଲର ଲୋକମାନଙ୍କ ବହୁତ ପାପପୂର୍ଣ୍ଣ କାର୍ଯ୍ୟ କଲା।’”


ତା'ପରେ ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭ ପାଇଁ ଦୁଃଖ ଆଣିବେ।” ତେଣୁ ଇସ୍ରାଏଲର ସମସ୍ତ ଲୋକ ଆଖନ୍ ଓ ତା'ର ପରିବାରକୁ ପଥର ଫିଙ୍ଗି ହତ୍ୟା କଲେ। ଏହା ପରେ ଲୋକମାନେ ତାକୁ ଓ ସେ ଆଣିଥିବା ସମସ୍ତ ଦ୍ରବ୍ୟକୁ ସେହି ସ୍ଥାନରେ ପୋଡ଼ି ଦେଲେ।


“ଆଉ କୌଣସି ଯାଜକର କନ୍ୟା ବ୍ୟଭିଗ୍ଭରିଣୀ ହେଲେ ସେ ନିଜକୁ ଅପବିତ୍ର କରେ ଓ ନିଜ ପିତାକୁ ମଧ୍ୟ ଅପବିତ୍ର କରେ। ତେଣୁ ସେ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ ହେବ।


Swiv nou:

Piblisite


Piblisite