Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:16 - ପବିତ୍ର ବାଇବଲ

16 ଯେବେ କୌଣସି ସ୍ତ୍ରୀ କୌଣସି ପଶୁ ସହିତ ସଙ୍ଗମ କରେ, ତେବେ ସେହି ସ୍ତ୍ରୀ ଓ ସେହି ପଶୁ ଉଭୟଙ୍କୁ ବଧ କରାଯିବ। ସେମାନେ ନିଶ୍ଚିତ ହତ ହେବେ। ସେମାନଙ୍କର ମୃତ୍ୟୁଜନିତ ଅପରାଧ ପାଇଁ ସେମାନେ ଦାୟୀ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, କୌଣସି ସ୍ତ୍ରୀ ଯେବେ କୌଣସି ପଶୁ ସହିତ ସଙ୍ଗମ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକି ଓ ପଶୁକୁ ବଧ କରିବ; ସେମାନେ ନିତା; ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।

Gade chapit la Kopi




ଲେବୀୟ ପୁସ୍ତକ 20:16
8 Referans Kwoze  

ସେମାନେ ଆଦେଶକୁ ସହି ପାରିଲେ ନାହିଁ: “ଯଦି କିଏ, କୌଣସି ପଶୁ ମଧ୍ୟ ପର୍ବତକୁ ଛୁଏଁ ତା'ହେଲେ ତାହାକୁ ପଥର ଆଘାତ ଦ୍ୱାରା ମାରି ଦେବାକୁହେବ।”


କିନ୍ତୁ ଯଦି ବଳଦ ଯେବେ କାହାର ଦାସ କି ଦାସୀକୁ ଆଘାତ କରେ, ତେବେ ସେ ତା'ର ପ୍ରଭୁକୁ ତିରିଶ୍ ଶେକଲ ରୂପା ଦେବ। ଆଉ ବଳଦକୁ ପ୍ରସ୍ତର ଦ୍ୱାରା ହତ୍ୟା କରାଯିବ।


କିଏ ପଥର ଛେଗ୍ଭରେ ମରିବ ତ କିଏ ବାଣ ଦ୍ୱାରା ମରିବ। କିନ୍ତୁ କେହି ଏହି ବ୍ୟକ୍ତିକୁ ହତ୍ୟା କରି ପାରିବେ ନାହିଁ। ଲୋକମାନଙ୍କୁ ଏହିପରି ତୂରୀ ବାଜିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ଏହା ପରେ ସେମାନେ ପର୍ବତ ଉପରକୁ ଯାଇ ପାରିବେ।”


“ଯଦି କୌଣସି ଲୋକର ବଳଦ କାହାରିକୁ ମାରିଦିଏ, ତେବେ ତା'ର ମୁନିବ ଦୋଷୀ ହେବ ନାହିଁ କିନ୍ତୁ ସେହି ବଳଦକୁ ପଥର ଦ୍ୱାରା ମରାଯିବ ଓ ତା'ର ମାଂସ ଖିଆଯିବ ନାହିଁ।


“କୌଣସି ଲୋକକୁ ପଶୁ ସହିତ ଯୌନ ସମ୍ପର୍କ ରଖିବାକୁ ଦେବ ନାହିଁ। ଯଦି ଏପରି କେହି କରେ, ତେବେ ତାକୁ ମୃତ୍ୟୁ ଦଣ୍ଡ ଦେବ।


“ତୁମ୍ଭେ କୌଣସି ପଶୁ ସହିତ ଯୌନ ସମ୍ପର୍କ କରି ନିଜକୁ ଅଶୁଚି କରିବ ନାହିଁ। ଆଉ କୌଣସି ସ୍ତ୍ରୀ କୌଣସି ପ୍ରାଣୀ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ଏହା ପ୍ରକୃତି ବିରୋଧ।


“ଯଦି କେହି କୌଣସି ପଶୁକୁ ସଙ୍ଗମ କରେ, ତେବେ ସେ ନିଶ୍ଚୟ ହତ ହେବ ଓ ତୁମ୍ଭେମାନେ ମଧ୍ୟ ସେହି ପଶୁକୁ ବଧ କରିବ।


“ଯଦି କେହି ନିଜର ଭଗିନୀକି ଅର୍ଥାତ୍ ପିତୃକନ୍ୟା କି ମାତୃକନ୍ୟାକୁ ବିବାହ କରେ ଓ ଉଭୟଙ୍କ ମଧ୍ୟରେ ଯୌନ ସମ୍ପର୍କ ହୁଏ, ତେବେ ତାହା ଲଜ୍ଜାଜନକ। ସେମାନେ ସର୍ବସାଧାରଣରେ ଦଣ୍ଡିତ ହେବା ଉଚିତ୍ ଓ ନିଜ ଲୋକମାନଙ୍କଠାରୁ ପୃଥକ ରହିବେ। ଯେଉଁ ଲୋକ ତା'ର ନିଜର ଭଉଣୀ ସହିତ ଶାରୀରିକ ସମ୍ପର୍କ ଥିଲା ଏବଂ ସେ ନିଜେ ତା'ର ପରିଣାମ ଭୋଗ କରିବ।


Swiv nou:

Piblisite


Piblisite