Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:18 - ପବିତ୍ର ବାଇବଲ

18 “ଯଦି କେହି ରଜସ୍ୱଳା ନାରୀ ସହିତ ଯୌନ ସମ୍ପର୍କ ରଖେ, ତେବେ ଉଭୟେ ପୁରୁଷ ଓ ସ୍ତ୍ରୀ ନିଜ ଲୋକମାନଙ୍କଠାରୁ ପୃଥକ ରହିବା ଉଚିତ୍। ସେମାନେ ଅପରାଧୀ କାରଣ ସେମାନେ ତା'ର ମାସିକ କ୍ଷରଣ ଅନାବୃତ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ଯେବେ କେହି ରଜସ୍ଵଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ଝରଣା ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ଝରଣା ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।

Gade chapit la Kopi




ଲେବୀୟ ପୁସ୍ତକ 20:18
6 Referans Kwoze  

“ପୁଣି କୌଣସି ରଜସ୍ୱଳା ନାରୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେସମୟରେ ସେ ଅଶୁଚି ଅଟେ।


“ଯଦି ରଜସ୍ୱାଳା ସମୟରେ କୌଣସି ପୁରୁଷ ସେହି ସ୍ତ୍ରୀଲୋକ ସହିତ ଦୈହିକ ସମ୍ପର୍କ ରଖେ, ସେ ମଧ୍ୟ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ। ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ ତାହା ଅଶୁଚି ହେବ।


ତୁମ୍ଭ ମଧ୍ୟରେ ଲୋକମାନେ ନିଜ ନିଜ ପିତାର ପତ୍ନୀ ସହିତ ଯୌନ ସମ୍ପର୍କ ରଖିଛନ୍ତି। ଏବଂ ତୁମ୍ଭ ଗୋଷ୍ଠୀରେ ଲୋକମାନେ ଅଛନ୍ତି, ଯିଏ ନାରୀମାନଙ୍କୁ ପାଶବିକ ଅତ୍ୟାଗ୍ଭର ଏମିତକି ସେମାନଙ୍କର ଋତୁସ୍ରାବ ସମୟରେ ମଧ୍ୟ ଅତ୍ୟାଗ୍ଭର କରନ୍ତି।


ଏବଂ ସେ ପର୍ବତଗୁଡ଼ିକ ଉପରେ ଦିଆଯାଇଥିବା ବଳି ଭୋଜନ କରେ ନାହିଁ ଏବଂ ଇସ୍ରାଏଲ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରେ ନାହିଁ। ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ପାପ କରି ନାହିଁ କିମ୍ବା ନିଜ ସ୍ତ୍ରୀର ରଜସ୍ୱଳା ସମୟରେ ତା’ ସହିତ ସହବାସ କରି ନାହିଁ।


“ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, “ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସେ ସ୍ତ୍ରୀ ଧର୍ମର ଅଶୌଚ ସମୟ ପରି ସାତ ଦିନଯାଏ ଅଶୁଚି ରହିବ।


ଯଦି ଜଣେ ଲୋକ ଏହି ତୈଳ ପରି ସୁଗନ୍ଧି ତିଆରି କରେ, ଏବଂ ଯଦି ଅଯୋଗ୍ୟ ବ୍ୟକ୍ତିକୁ ଦିଆଯାଏ, ତାକୁ ଏହି ଲୋକମାନଙ୍କଠାରୁ ଅଲଗା କରାଯିବ।”


Swiv nou:

Piblisite


Piblisite