ଲେବୀୟ ପୁସ୍ତକ 20:19 - ପବିତ୍ର ବାଇବଲ19 “ତୁମ୍ଭେ ତୁମ୍ଭର ମାଉସୀ କିମ୍ବା ପିଉସୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। ତାହା ନିଜର ନିକଟବର୍ତ୍ତୀ ସମ୍ପର୍କୀୟ ସହିତ ଅପରାଧ ହେବ ଓ ସେଥିପାଇଁ ସେମାନେ ନିଜ ନିଜ ଅପରାଧ ବହନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ଵର ଆବରଣୀୟ ଅନାବୃତ କରାଯାଏ; ସେମାନେ ଆପଣା ଆପଣା ଅପରାଧ ବହିବେ। Gade chapit laଓଡିଆ ବାଇବେଲ19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ। Gade chapit la |