ଲେବୀୟ ପୁସ୍ତକ 20:3 - ପବିତ୍ର ବାଇବଲ3 ମୁଁ ମଧ୍ୟ ତା’ ବିରୁଦ୍ଧରେ ଛିଡ଼ା ହେବି। ତା'ର ଦେଶର ଲୋକମାନଙ୍କଠାରୁ ପୃଥକ ରଖିବି। କାରଣ ସେ ମୋର ପବିତ୍ର ସ୍ଥାନକୁ ଅପବିତ୍ର କରିଛି ଓ ମୋର ପବିତ୍ର ନାମକୁ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ନିଜର ସନ୍ତାନମାନଙ୍କୁ ଦେଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍-ଦେବତା ଉଦ୍ଦେଶ୍ୟରେ ଆପଣା ବଂଶଜାତକୁ ଦେଇଅଛି। Gade chapit laଓଡିଆ ବାଇବେଲ3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି। Gade chapit la |