Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:4 - ପବିତ୍ର ବାଇବଲ

4 ଯେଉଁ ଲୋକ ନିଜର ସନ୍ତାନମାନଙ୍କୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସଙ୍ଗେ ସଙ୍ଗେ ବଧ କରାଯିବା ଉଚିତ୍। ଦେଶର ଲୋକମାନେ ଯଦି ତାହା ପ୍ରତି ଚକ୍ଷୁ ମୁଦ୍ରିତ କରନ୍ତି ଓ ତାହାକୁ ବଧ ନ କରନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍-ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେ ସମୟରେ ଯେବେ ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ମୁଦ୍ରିତ କରନ୍ତି ଓ ତାହାକୁ ବଧ ନ କରନ୍ତି,

Gade chapit la Kopi

ଓଡିଆ ବାଇବେଲ

4 ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,

Gade chapit la Kopi




ଲେବୀୟ ପୁସ୍ତକ 20:4
9 Referans Kwoze  

ପୂର୍ବରୁ ପରମେଶ୍ୱର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫେରି ଆସିବା ପାଇଁ ଆଦେଶ ଦିଅନ୍ତି।


ତତ୍ପରେ ସେ ଭବିଷ୍ୟ‌ଦ୍‌ବକ୍ତା ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହିକଥା କହନ୍ତି, ‘ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ଦେଇଥିଲୁ, ତୁମ୍ଭେ ତାକୁ ଆପଣା ହସ୍ତରେ ଛାଡ଼ିଅଛ। ଏଣୁ ତା'ର ପ୍ରାଣ ବଦଳରେ ତୁମ୍ଭର ପ୍ରାଣ ଯିବ। ଆଉ ତାହାର ଲୋକମାନଙ୍କ ବଦଳରେ ତୁମ୍ଭର ଲୋକମାନେ ଯିବେ।’”


ସେହି କାରଣରୁ ଇସ୍ରାଏଲୀୟମାନେ ପରାସ୍ତ ହୋଇ ଫେରି ଆସିଛନ୍ତି। ସେମାନେ ଅପରାଧ କରିଥିବାରୁ ଓ ଧ୍ୱଂସ କାର୍ଯ୍ୟକୁ ନିନ୍ଦା କରିଥିବାରୁ ସେମାନେ ପରାସ୍ତ ହେଲେ। ତୁମ୍ଭେମାନେ ତୁମ୍ଭମାନଙ୍କ ପାଖରେ ଥିବା ସେହି ଲୁଟ୍ ବସ୍ତୁକୁ ଧ୍ୱଂସ ନ କଲା ପର୍ଯ୍ୟନ୍ତ ମୁଁ ତୁମ୍ଭ ସଙ୍ଗରେ ରହି ପାରିବି ନାହିଁ, ଯେଉଁଗୁଡ଼ିକ ଧ୍ୱଂସ କରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି।


ସେହି ବ୍ୟକ୍ତିର କଥା ତୁମ୍ଭେମାନେ ଶୁଣିବା ଉଚିତ୍ ନୁହଁ। ସେମାନଙ୍କ ପାଇଁ ଅନୁକମ୍ପା ଦେଖାଅ ନାହିଁ। ତାଙ୍କୁ ମୁକ୍ତି ଦିଅ ନାହିଁ କି ତାଙ୍କୁ ସୁରକ୍ଷା ଦିଅ ନାହିଁ।


“ତଥାପି ମୋର ତୁମ୍ଭ ବିରୁଦ୍ଧରେ କିଛି କହିବାକୁ ଅଛି: ତୁମ୍ଭ ଦଳ ଭିତରୁ କେତେକ ଲୋକ ବିଲିୟାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିୟାମ ବାଲାକ ପ୍ରତିମାକୁ ଅର୍ପିତ ହୋଇଥିବା ଖାଦ୍ୟ ଖାଇବା ପାଇଁ ଓ ଯୌନଗତ ପାପ କରି ଇସ୍ରାଏଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା।


ମୁଁ ମଧ୍ୟ ତା’ ବିରୁଦ୍ଧରେ ଛିଡ଼ା ହେବି। ତା'ର ଦେଶର ଲୋକମାନଙ୍କଠାରୁ ପୃଥକ ରଖିବି। କାରଣ ସେ ମୋର ପବିତ୍ର ସ୍ଥାନକୁ ଅପବିତ୍ର କରିଛି ଓ ମୋର ପବିତ୍ର ନାମକୁ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ନିଜର ସନ୍ତାନମାନଙ୍କୁ ଦେଇଅଛି।


ତେବେ ମୁଁ ସେହି ଲୋକ ବିରୁଦ୍ଧରେ ଓ ତା'ର ବଂଶ ବିରୁଦ୍ଧରେ ଯିବି, ସେମାନଙ୍କର ମୋଲକ୍ ଦେବତା ସହିତ ଜଡ଼ିତ ହେବା କାରଣରୁ, ତା'ର ଦେଶବାସୀଠାରୁ ତାକୁ ଓ ତା'ର ଅନୁସରଣକାରୀମାନଙ୍କୁ ଦୂରେଇ ରଖିବି।


Swiv nou:

Piblisite


Piblisite